IOCL recruitment 2025 apply for 457 post
ଆପଣ ଯଦି ଦଶମ ବା ଦ୍ୱାଦଶ ପାଶ୍ କରି ସରକାରୀ ଚାକିରି ଖୋଜୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ। ଏହି ସୁଯୋଗ ନେଇଆସିଛି ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (IOCL)। ଏନେଇ IOCL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।
ଏହି ନିଯୁକ୍ତି ମାଧ୍ୟମରେ IOCLରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୪୫୦ରୁ ଅଧିକ ପଦବୀ ପୂରଣ ହେବ। ଦଶମ, ଦ୍ୱାଦଶ, ସ୍ନାତକ ପାଶ କରିଥିବା ପ୍ରାର୍ଥୀମାନେ ମଧ୍ୟ ଏହାର ସୁଯୋଗ ନେଇ ପାରିବେ।
ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ IOCLର ଅଫିସିଆଲ୍ ୱେବ୍ସାଇଟ୍ www.apprenticeshipindia.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ IOCL recruitment 2025 apply for 457 post Notificationରେ କ୍ଲିକ୍ କରି ଦେଖିପାରିବେ।
ଅଧିକ ପଢ଼ନ୍ତୁ: ବିମାନବନ୍ଦରରେ ଚାକିରି ସୁଯୋଗ; ଜାଣନ୍ତୁ କେଉଁମାନେ କରିବେ ଆବେଦନ
ଗୁରୁତ୍ୱପୂର୍ଣ୍ଣ ତାରିଖ:
- ଅନ୍ଲାଇନ୍ ଆବେଦନ ଆରମ୍ଭ – ୧୦ ଫେବୃଆରୀ ୨୦୨୫
- ଅନ୍ଲାଇନ୍ ଆବେଦନ ଶେଷ – ୦୩ ମାର୍ଚ୍ଚ ୨୦୨୫
- ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ଖାଲି ପଦବୀ:
- ସାଧାରଣ ବର୍ଗ – ୨୬୪ଟି ପୋଷ୍ଟ୍
- OBC – ୮୪ଟି ପୋଷ୍ଟ୍
- SC – ୫୨ଟି ପୋଷ୍ଟ୍
- ST – ୨୫ଟି ପୋଷ୍ଟ୍
- EWS – ୩୨ଟି ପୋଷ୍ଟ୍
- ମୋଟ ପଦବୀ –୪୫୭ଟି ପୋଷ୍ଟ୍
- ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ଯୋଗ୍ୟତା:
- ବିଭିନ୍ନ ପଦବୀ ପାଇଁ ଯୋଗ୍ୟତା ମଧ୍ୟ ଭିନ୍ନ
- ଦଶମ, ଦ୍ୱାଦଶ, ସ୍ନାତକ ପାଶ କରିଥିବା ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ
- ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ବୟସ ସୀମା:
- ସର୍ବନିମ୍ନ ବୟସ – ୧୮ ବର୍ଷ
- ସର୍ବାଧିକ ବୟସ – ୨୪ ବର୍ଷ
- ବୟସ ଗଣନା ୨୮।୦୨।୨୦୨୫ ଅନୁସାରେ ହେବ
- ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ଅଧିକ ପଢ଼ନ୍ତୁ: IOCLରେ ଚାକିରି; ଦଶମ ପାଶ କରିଥିବା ପ୍ରାର୍ଥୀ ବି ସୁଯୋଗ ପାଇବେ
ଦରମା:
- ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ଆବେଦନ ଶୁଳ୍କ:
- ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
ଚୟନ ପ୍ରକ୍ରିୟା:
- ଲିଖିତ ପରୀକ୍ଷା
- ଡକ୍ୟୁମେଣ୍ଟ୍ ଯାଞ୍ଚ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1739615004.jpg)