Advertisment

NCL Recruitment 2025: ITI କରିଥିଲେ ଚାକିରି ସୁଯୋଗ; ପୂରଣ ହେବ ୧୭୫୦ରୁ ଅଧିକ ପଦବୀ

NCLରେ ଚାକିରି ସୁଯୋଗ। ଏନେଇ NCL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
NCL Recruitment 2025 apply for 1765 post

NCL Recruitment 2025 apply for 1765 post

Advertisment

ନର୍ଦନ କୋଲଫିଲ୍ଡସ୍ ଲିମିଟେଡ୍ (NCL)ରେ ଚାକିରି କରିବାକୁ ଚାହୁଛନ୍ତି କି? ଏହି ସୁଯୋଗ ଆପଣଙ୍କ ପାଇଁ। ଏନେଇ NCL ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ NCL ରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୭୫୦ରୁ ଅଧିକ ପଦବୀ ପୂରଣ ହେବ। ଇଂଜିନିୟରିଂ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ NCL ର ଅଫିସିଆଲ୍ ୱେବ୍‌ସାଇଟ୍‌ www.nclcil.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ NCL Recruitment 2025 apply for 1765 post Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୪ ଫେବୃଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୩ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • ଗ୍ରାଜୁଏଟ୍ ଆପ୍ରେଣ୍ଟିସ୍ – ୨୨୭ଟି ପୋଷ୍ଟ୍‌
  • ଡିପ୍ଲୋମା ଆପ୍ରେଣ୍ଟିସ୍ – ୭୯୭ଟି ପୋଷ୍ଟ୍‌
  • ଟ୍ରେଡ୍ ଆପ୍ରେଣ୍ଟିସ୍ – ୯୪୧ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୭୬୫ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଗ୍ରାଜୁଏଟ୍ ଆପ୍ରେଣ୍ଟିସ୍ - ଇଂଜିନିୟରିଂ କ୍ଷେତ୍ରରେ ସ୍ନାତକ ଡିଗ୍ରୀ
  • ଡିପ୍ଲୋମା ଆପ୍ରେଣ୍ଟିସ୍ - ସମ୍ପୃକ୍ତ ଇଞ୍ଜିନିୟରିଂ କ୍ଷେତ୍ରରେ ଡିପ୍ଲୋମା
  • ଟ୍ରେଡ୍ ଆପ୍ରେଣ୍ଟିସ୍ - ସମ୍ପୃକ୍ତ ଟ୍ରେଡ୍‌ରେ ITI
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୨୬ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା –୭, ୭୦୦ ଟଙ୍କା
  • ସର୍ବାଧିକ ଦରମା –୯, ୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ www.nclcil.in କୁ ଯାଆନ୍ତୁ
  • Career ଟ୍ୟାବ୍ ଉପରେ କ୍ଲିକ୍ କରନ୍ତୁ
  • Appentinship Training ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • Apply Online ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜିକରଣ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଚାକିରି ଖୋଜିବା ବେଳେ ଆପଣ କରୁଛନ୍ତି କି ଏପରି ଭୁଲ୍… ପଡିପାରେ ମହଙ୍ଗା

Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ