Advertisment

NLC ଇଣ୍ଡିଆ ଲିମିଟେଡ୍‌ରେ ପୂରଣ ହେବ ୨୯୪ ପଦବୀ; ତୁରନ୍ତ ଆବେଦନ କରନ୍ତୁ

NLC ଇଣ୍ଡିଆ ଲିମିଟେଡ୍ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଡେପୁଟି ଜେନେରାଲ୍ ମ୍ୟାନେଜର ଏବଂ ଅନ୍ୟାନ୍ୟ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୨୯୪ ପଦବୀ ପୂରଣ ହେବ।

ଅଦ୍ୟତନ ହୋଇଛି
NLC India Recruitment 2023

NLC India jobs 2023

Advertisment

NLC ଇଣ୍ଡିଆ ଲିମିଟେଡ୍ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଡେପୁଟି ଜେନେରାଲ୍ ମ୍ୟାନେଜର ଏବଂ ଅନ୍ୟାନ୍ୟ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୨୯୪ ପଦବୀ ପୂରଣ ହେବ।

Advertisment

ଆଗ୍ରହୀ ଓ ଯୋଗ୍ୟ ପ୍ରାର୍ଥୀମାନେ ଏହାର ଅଫିସିଆଲ୍ ୱେବସାଇଟ୍ www.nlcindia.in କୁ ଯାଇ ଆବେଦନ କରି ପାରିବେ। ଯେଉଁମାନେ ଏହାର ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍ NLC India jobs 2023 PDF ଉପରେ କ୍ଲିକ୍ କରି ଦେଖିପାରିବେ।

ଅଧିକ ପଢ଼ନ୍ତୁ: ସୁବର୍ଣ୍ଣ ସୁଯୋଗ; ଭୁବନେଶ୍ୱର AIIMS ବାହାର କଲା ୭୭୫ ପଦବୀ

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୫ ଜୁଲାଇ ୨୦୨୩
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୩ ଅଗଷ୍ଟ ୨୦୨୩
Advertisment

ଆବେଦନ ଶୁଳ୍କ:

  • UR / EWS / OBC ପ୍ରାର୍ଥୀଙ୍କ ପାଇଁ - ୮୫୪ ଟଙ୍କା
  • SC / ST / PWBD / Ex-Servicemen ପ୍ରାର୍ଥୀଙ୍କ ପାଇଁ - ୩୫୪ ଟଙ୍କା

ଶିକ୍ଷାଗତ ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ଅନୁଷ୍ଠାନରୁ B.Tech / B.E. / M.Sc. / M.Tech / CA / PG ଡିଗ୍ରୀ / ଡିପ୍ଲୋମା।
  • ସମ୍ପୃକ୍ତ କାର୍ଯ୍ୟର ଅଭିଜ୍ଞତା
Advertisment

ଚୟନ ପ୍ରକ୍ରିୟା:

  • କେବଳ ସାକ୍ଷାତକାର ଆଧାରରେ ପ୍ରାର୍ଥୀ ଚୟନ କରାଯିବ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ମନୋନୀତ ପ୍ରାର୍ଥୀଙ୍କୁ ସପ୍ତମ ବେତନ ସ୍କେଲ୍‌ ଅନୁଯାୟୀ ଦରମା ପ୍ରଦାନ କରାଯିବ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: OPSC Recruitment 2023: OPSC ବାହାର କଲା ନିଯୁକ୍ତି; ବିନା ଶୁଳ୍କରେ ଚାକିରି; ଦରମା ୫୬ ହଜାର

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ www.nlcindia.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ କ୍ୟାରିଅର୍ ଟ୍ୟାବ୍ ଉପରେ କ୍ଲିକ୍ କରନ୍ତୁ
  • ଆବେଦନ ଫର୍ମ ପୁରଣ କରନ୍ତୁ
  • ଆବେଦନ ଶୁଳ୍କ ଦିଅନ୍ତୁ
  • ସମସ୍ତ ଆବଶ୍ୟକୀୟ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ
  • ଫର୍ମ ଦାଖଲ କରନ୍ତୁ ଏବଂ ଭବିଷ୍ୟତ ପ୍ରମାଣ ପାଇଁ ଏକ ପ୍ରିଣ୍ଟ ଆଉଟ୍ ବାହାର କରନ୍ତୁ
Govt Jobs NLC India Recruitment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ