Astrospeak
  • Live TV
  • Read In English

Northern Railway Recruitment: ରେଳବାଇରେ ସ୍ପୋର୍ଟସ୍ କୋଟା ଗ୍ରୁପ୍ D ରେ ପୂରଣ ହେବ ଅନେକ ପଦବୀ; ଦଶମ ପିଲା ସୁଯୋଗ ନେବେ

ରେଳବାଇରେ ସ୍ପୋର୍ଟସ୍ କୋଟା ଗ୍ରୁପ୍ D ର ଖାଲି ପଦବୀ ପୂରଣ ହେବ। ଏନେଇ ଉତ୍ତର ରେଳବାଇ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି କରାଯାଇଛି। ଦଶମ ପାଶ୍‌ କରିଥିବା ଯୁବକମାନେ ଏହାର ସୁଯୋଗ ନେଇପାରିବେ।

Northern Railway Group D Recruitment apply for 38 posts
ରେଳବାଇରେ ସ୍ପୋର୍ଟସ୍ କୋଟା ଗ୍ରୁପ୍ D ରେ ପୂରଣ ହେବ ଅନେକ ପଦବୀ

ରେଳବାଇରେ ଚାକିରି କରିବା ନେଇ ଅପେକ୍ଷା କରିଥିବା ଯୁବକଙ୍କ ପାଇଁ ଏହି ଖବର। ରେଳବାଇରେ ସ୍ପୋର୍ଟସ୍ କୋଟା ଗ୍ରୁପ୍ D ର ଖାଲି ପଦବୀ ପୂରଣ ହେବ। ଏନେଇ ଉତ୍ତର ରେଳବାଇ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି କରାଯାଇଛି। ଦଶମ ପାଶ୍‌ କରିଥିବା ଯୁବକମାନେ ଏହାର ସୁଯୋଗ ନେଇପାରିବେ।

ଏହି ନିଯୁକ୍ତି ମାଧ୍ୟମରେ ୱେଟ୍ ଲିଫ୍‌ଟିଙ୍ଗ୍ ମ୍ୟାନ୍, ଫୁଟ୍‌ବଲ୍ ମ୍ୟାନ୍, ଆଥ୍‌ଲେଟିକ୍, ବକ୍‌ସିଂ, ହକି ଆଦିରେ ଅନେକ ପଦବୀ ପୂରଣ ହେବ। ଏଥିପାଇଁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ପଦବୀ ପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ୍ ୩୮ଟି ପଦବୀ ପୂରଣ ହେବ।

ଅନ୍‌ଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ରେଳବାଇର ଅଫିସିଆଲ୍ ୱେବସାଇଟ https://www.rrcnr.org/ କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍‌ Northern Railway Group D Recruitment apply for 38 posts Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଶିକ୍ଷାଗତ ଯୋଗ୍ୟତା:

ବୟସ ସୀମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

କିପରି କରିବେ ଆବେଦନ: