Advertisment

NTPC Recruitment 2024: NTPCରେ ପୂରଣ ହେବ କାର୍ଯ୍ୟନିର୍ବାହୀ ପଦବୀ; ମାସକୁ ଦରମା ୪୦ ହଜାର

ଆପଣ ଯଦି NTPCରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ। ଏଥିପାଇଁ NTPC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

NTPC Recruitment 2024

NTPC Recruitment 2024

Advertisment

ନ୍ୟାସ୍‌ନାଲ୍‌ ଥର୍ମାଲ୍ ପାୱାର୍ କର୍ପୋରେସନ୍ (NTPC) ରେ ଚାକିରି ପାଇବାକୁ ଅନେକଙ୍କ ସ୍ୱପ୍ନ ଥାଏ। ଆପଣ ଯଦି ଏମିତି କିଛି ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ। ଏଥିପାଇଁ NTPC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ NTPC ରେ କାର୍ଯ୍ୟନିର୍ବାହୀ (ବାୟୋମାସ୍) ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୫୦ଟି ପଦବୀ ପୂରଣ ହେବ। ଯେଉଁମାନେ ଗ୍ରାଜୁଏସନ କରିଥିବେ ସେମାନେ ଏହାର ସୁଯୋଗ ନେବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ NTPC ର ଅଫିସିଆଲ୍ ୱେବ୍‌ସାଇଟ୍‌ ntpc.co.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏଇ ଲିଙ୍କ୍ NTPC Recruitment 2024 Post apply for 50 post Notication ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୪ ଅକ୍ଟୋବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୮ ଅକ୍ଟୋବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସାଧାରଣ ବର୍ଗ – ୨୨ଟି ପୋଷ୍ଟ୍‌
  • EWS – ୦୫ଟି ପୋଷ୍ଟ୍‌
  • OBC – ୧୩ଟି ପୋଷ୍ଟ୍‌
  • SC – ୦୭ଟି ପୋଷ୍ଟ୍‌
  • ST – ୦୩ଟି ପୋଷ୍ଟ୍‌
  • ମୋଟ୍ – ୫୦ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଅଗ୍ରିକଲ୍‌ଚର ସାଇନ୍ସରେ B.Sc. ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୭ବର୍ଷ
  • ସର୍ବାଧିକ ବୟସ – ବିଜ୍ଞପ୍ତିରେ ଦିଆଯାଇନି
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ଚୟନ ହେବା ପରେ ମାସ ୪୦ ହଜାର ଟଙ୍କା ଦରମା ମିଳିବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ OBC/EWS – ୩୦୦ ଟଙ୍କା
  • SC/ST /PWBDମହିଳା/ESM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର ଆଧାରିତ ପରୀକ୍ଷା(CBT)
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Job Search NTPC Recruitment NTPC Jobs Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ