Advertisment

Odisha High Court Recruitment: ଗ୍ରାଜୁଏସନ୍ କରିଥିରେ ସୁବର୍ଣ୍ଣ ସୁଯୋଗ; ହାଇକୋର୍ଟରେ ଚାକିରି; ଦରମା ୬୯ ହଜାର

ଓଡ଼ିଶା ହାଇକୋର୍ଟରେ ଚାକିରି ସୁଯୋଗ। ଏନେଇ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
Odisha High Court Recruitment 2024  Apply for 35 posts

Odisha High Court Recruitment 2024 Apply for 35 posts

ଓଡ଼ିଶାରେ ରହି ସରକାରୀ ଚାକିରି କରିବାକୁ କିଏ ବା ନ ଚାହେଁ। ଆପଣ ଯଦି ଓଡ଼ିଶାରେ ଚାକିରି କରିବା ପାଇଁ ସ୍ୱପ୍ନ ଦେଖୁଛନ୍ତୁ ତେବେ ଏହି ସୁଯୋଗ ଆପଣଙ୍କ ପାଇଁ।ଏହି ସୁଯୋଗ ନେଇଆସିଛି ଓଡ଼ିଶା ହାଇକୋର୍ଟ। ଏନେଇ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଓଡ଼ିଶା ହାଇକୋର୍ଟରେ ଟ୍ରାନ୍ସଲେଟର୍, ଜୁନିୟର୍ ଟାଇପିଷ୍ଟ୍ ଓ ଡି‍ଇଓ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ କରିଥିବା ପିଲା ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୫୪ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ୍ ୱେବ୍‌ସାଇଟ୍‌ https://www.orissahighcourt.nic.inକୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ Odisha High Court Recruitment 2024 Apply for 54 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୨ ସେପ୍ଟେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୭ ସେପ୍ଟେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସାଧାରଣ ବର୍ଗ – ୨୪ଟି ପୋଷ୍ଟ୍
  • SC – ୦୯ଟି ପୋଷ୍ଟ୍
  • ST – ୧୪ଟି ପୋଷ୍ଟ୍
  • SEBC – ୦୭ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଏକ ସ୍ୱୀକୃତପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟ ସ୍ନାତକ(ଇଂରାଜୀ/ଓଡିଆ ସମ୍ମାନ- ଟ୍ରାନ୍ସଲେଟର୍ ପଦବୀ ପାଇଁ)
  • ୪୦ w.p.m ଟାଇପିଙ୍ଗ୍ ସ୍ପିଡ୍
  • PGDCA ଥିବା ଆବଶ୍ୟକ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୨ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ସର୍ବନିମ୍ନ ଦରମା – ୧୯,୯୦୦ଟଙ୍କା
  • ସର୍ବାଧିକ ଦରମା – ୬୩,୨୦୦ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/– ୫୦୦ ଟଙ୍କା
  • SC/ST/ମହିଳା/ ଦିବ୍ୟାଙ୍ଗ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ପ୍ରାରମ୍ଭିକ ପରୀକ୍ଷା
  • ମୁଖ୍ୟ ପରୀକ୍ଷା
  • କମ୍ପ୍ୟୁଟର ଟେଷ୍ଟ୍
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Job Search Job Seekers Odisha High Court
Advertisment
Advertisment