Advertisment

Odisha High Court Recruitment: ଓଡ଼ିଶା ହାଇକୋର୍ଟରେ ଚାକିରି ସୁଯୋଗ; ଦରମା ୧ ଲକ୍ଷ ପରେ

ଓଡ଼ିଶାରେ ରହି ସରକାରୀ ଚାକିରି କରିବାକୁ କେଉଁ ପ୍ରାର୍ଥୀ ବା ନଚାହିଁବେ। ଓଡ଼ିଶା ହାଇକୋର୍ଟ ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଅନୁବାଦକ ପଦବୀ ପୂରଣ ହେବ।

ଅଦ୍ୟତନ ହୋଇଛି
Odisha High Court Recruitment 2024

Odisha High Court Recruitment 2024 Apply Online For Translator Post

Advertisment

ଓଡ଼ିଶାରେ, ପୁଣି ସରକାରୀ ଚାକିରି, କେଉଁ ଶିକ୍ଷିତ ପ୍ରାର୍ଥୀ ବା କରିବାକୁ ନ ଚାହିଁବେ। ଓଡ଼ିଶା ହାଇକୋର୍ଟ, କଟକ ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଅନୁବାଦକ ପଦବୀ ପୂରଣ ହେବ।

Advertisment

ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍ ମାଧ୍ୟମରେ ହେବ ଏବଂ ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ସାରା ଓଡିଶାର ଗ୍ରାଜୁଏସନ୍ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେଇପାରିବେ।।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୱେବ୍‌ସାଇଟ୍ https://orissahighcourt.nic.in/କୁ ଯାଇ ଏହାର ତଦାରଖ କରିପାରିବେ। ଯେଉଁମାନେ ଏହାର ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍‌ Odisha High Court Recruitment 2024 Apply Online For Translator Post Notification ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୩ ମାର୍ଚ୍ଚ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୭ ମାର୍ଚ୍ଚ ୨୦୨୪

ଅଧିକ ପଢ଼ନ୍ତୁ: OMC ରେ ପୂରଣ ହେବ ମ୍ୟାନେଜର-ମେଡିକାଲ ଅଫିସର ପଦବୀ; ଦରମା ୬୭ ହଜାର ପରେ

Advertisment

ଖାଲି ପଦବୀ:

  • ସାଧାରଣ ବର୍ଗ – ୧୨ଟି ପୋଷ୍ଟ୍‌
  • SEBC – ୦୩ଟି ପୋଷ୍ଟ୍‌
  • SC – ୦୩ ଟି ପୋଷ୍ଟ୍‌
  • ST – ୦୫ ଟି ପୋଷ୍ଟ୍‌
  • ମୋଟ୍ ପଦବୀ – ୨୩ଟି ପୋଷ୍ଟ୍‌

ଶିକ୍ଷାଗତ ଯୋଗ୍ୟତା:

  • ଯେକୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଇଂରାଜୀ / ଓଡିଆ ସମ୍ମାନ ସହିତ ଗ୍ରାଜୁଏସନ୍ ଡିଗ୍ରୀ
  • କମ୍ପ୍ୟୁଟର ଜ୍ଞାନ ରହିବା ଆବଶ୍ୟକ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୮ ବର୍ଷ
  • ସର୍ବାଧିକ ବୟସ – ୩୨ ବର୍ଷ
  • ବୟସ ଗଣନା ୨୯।୦୨।୨୦୨୪ ଅନୁସାରେ ହେବ

ବୟସ କୋହଳ:

  • OBC – ୦୩ ବର୍ଷ
  • ST / SC / PWD/ESM – ୦୫ ବର୍ଷ
  • PWD + SC / ST – ୧୫ ବର୍ଷ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା(ପ୍ରାଥମିକ ଓ ମୁଖ୍ୟ)
  • କମ୍ପ୍ୟୁଟର୍ ଟେଷ୍ଟ୍
  • ସାକ୍ଷାତକାର

ଦରମା:

  • ସର୍ବନିମ୍ନ ମାସିକ ଦରମା – ୩୫,୪୦୦ ଟଙ୍କା
  • ସର୍ବାଧିକ ମାସିକ ଦରମା – ୧,୧୨,୪୦୦ ଟଙ୍କା

ଆବେଦନ ଶୁଳ୍କ:

  • ସବୁ ବର୍ଗଙ୍କ ପାଇଁ ଦେୟମୁକ୍ତ

ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ୍:

  • ସମସ୍ତ ଶିକ୍ଷାଗତ ପ୍ରମାଣପତ୍ର ଏବଂ ମାର୍କସିଟ୍
  • ଜନ୍ମ ତାରିଖ ସୂଚୀତ ପ୍ରମାଣପତ୍ର (SSLC / HSC)
  • ଦୁଇଟି ପାସପୋର୍ଟ ଆକାରର ଫଟୋ
  • ସିଗ୍‌ନେଚର୍
  • ଜାତି ପ୍ରମାଣପତ୍ର
  • ଆଧାର କାର୍ଡ
  • ଆବାସିକ ପ୍ରମାଣପତ୍ର
  • ଅଭିଜ୍ଞତା ପ୍ରମାଣପତ୍ର (ଯଦି ଥାଏ)

ଅଧିକ ପଢ଼ନ୍ତୁ: SSC ବିଜ୍ଞାପନ ପ୍ରକାଶ; ପୂରଣ ହେବ ୫ ହଜାରରୁ ଅଧିକ ପଦବୀ

Govt Jobs High Court Odisha High Court
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ