Advertisment

Odisha Police Constable Recruitment 2024: ଓଡ଼ିଶା ପୋଲିସ୍‌ରେ ପୂରଣ ହେବ ୧୩ ଶହରୁ ଅଧିକ ପଦବୀ; ସୁଯୋଗ ନେବେ ଦଶମ ପିଲା

ଆପଣ ଯଦି ଦଶମ ପାଶ୍ କରିଛନ୍ତି ଆଉ ଓଡ଼ିଶା ପୋଲିସ୍‌ରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି, ତେବେ ଏହି ସୁଯୋଗ ଆପଣଙ୍କ ପାଇଁ। ଓଡ଼ିଶା ପୋଲିସ୍ ବିଭାଗ, କଟକ ଏହି ସୁଯୋଗ ନେଇ ଆସିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
Odisha Police Constable Recruitment 2024

Odisha Police Constable Recruitment 2024

ଆପଣ ଓଡ଼ିଶା ପୋଲିସ୍‌ରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି କି? ଯଦି ହଁ, ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଓଡ଼ିଶା ପୋଲିସ୍ ବିଭାଗ, କଟକ ଏହି ସୁଯୋଗ ନେଇ ଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଅଧିକ ପଢ଼ନ୍ତୁ: RRC WR Recruitment 2024: ରେଳବାଇରେ ପୁଣି ନିଯୁକ୍ତି ସୁଯୋଗ; ପୂରଣ ହେବ ୫ ହଜାରରୁ ଅଧିକ ପଦବୀ

ଏହି ନିଯୁକ୍ତି ମାଧ୍ୟମରେ ଓଡ଼ିଶା ପୋଲିସ୍‌ରେ Sepoys/Constable ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡ଼ିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୧୩ ଶହରୁ ଅଧିକ ପଦବୀ ପୂରଣ ହେବ। ଦଶମ ପାଶ ପିଲା ଏହାର ସୁଯୋଗ ନେବେ।

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଓଡ଼ିଶା ପୋଲିସ୍‌ର ଅଫିସିଆଲ୍ ୱେବ୍‌ସାଇଟ୍‌ odishapolice.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ Odisha Police Constable Recruitment 2024 Apply for 1360 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୩ ସେପ୍ଟେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୩ ଅକ୍ଟୋବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: Indian Coast Guard Recruitment 2024: ଭାରତୀୟ ତଟରକ୍ଷୀ ବାହିନୀରେ ଚାକିରି; ୫୬ବର୍ଷରେ କରିପାରିବେ ଆବେଦନ

ଖାଲି ପଦବୀ:

  • UR – ୯୧୫ଟି ପୋଷ୍ଟ୍‌
  • SCBC – ୦୬ଟି ପୋଷ୍ଟ୍‌
  • SC – ୧୮୯ଟି ପୋଷ୍ଟ୍‌
  • ST– ୨୫୦ଟି ପୋଷ୍ଟ୍‌
  • ମୋଟ୍ – ୧୩୬୦ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ପ୍ରାର୍ଥୀ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (BSE) ଓଡ଼ିଶା ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ (ମ୍ୟାଟ୍ରିକ୍) ପରୀକ୍ଷାରେ ଉତ୍ତୀର୍ଣ୍ଣ
  • କିମ୍ବା ଅନ୍ୟ ବୋର୍ଡ ଦ୍ୱାରା ପରିଚାଳିତ ଅନ୍ୟ କୌଣସି ସମାନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଆବଶ୍ୟକ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ବର୍ଷ
  • ସର୍ବାଧିକ ବୟସ – ୨୩ବର୍ଷ
  • ବୟସ ଗଣନା ୦୧/୦୧/୨୦୨୪ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ବିଭିନ୍ନ ପଦବୀ ପାଇଁ ଭିନ୍ନ ଦରମା
  • ସର୍ବନିମ୍ନ ଦରମା – ୨୧,୭୦୦ ଟଙ୍କା
  • ସର୍ବାଧିକ ଦରମା – ୬୯,୧୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ପ୍ରତ୍ୟେକ ବର୍ଗ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର ଆଧାରିତ ପରୀକ୍ଷା (CBRE)
  • ଶାରୀରିକ ମାନକ ମାପ
  • ଶାରୀରିକ ଦକ୍ଷତା ପରୀକ୍ଷା
  • ଡ୍ରାଇଭିଂ ପରୀକ୍ଷା
  • ଡାକ୍ତରୀ ପରୀକ୍ଷା
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: Canara Bank Recruitment 2024: କାନାରା ବ୍ୟାଙ୍କରେ ପୂରଣ ହେବ ୩ ହଜାର ପଦବୀ; ଜାଣନ୍ତୁ ଓଡ଼ିଶାରେ କେତେ ହେବେ ପୋଷ୍ଟିଂ

Odisha Police Govt Jobs Job Search Job Seekers Constable Recruitment Odisha Police Department
Advertisment
Advertisment