Advertisment

Odisha Police SI Vacancy 2025: ଓଡ଼ିଶା ପୋଲିସ୍‌ରେ ଚାକିରି; ପୂରଣ ହେବ ୯୦୦ରୁ ଅଧିକ ପଦବୀ

ଓଡ଼ିଶା ପୋଲିସ୍ (OPRB)ରେ ଅନେକ ପଦବୀ ପୂରଣ ହେବ। ଏନେଇ OPRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Odisha Police SI Recruitment 2025

Odisha Police SI Recruitment 2025

Advertisment

ଓଡ଼ିଶାର ଅନେକ ଯୁବ ପ୍ରାର୍ଥୀ ପୋଲିସ୍‌ରେ ଯିବାରେ ପସନ୍ଦ କରନ୍ତି। ଏନେଇ ସେମାନେ ବର୍ଷସାର ମଧ୍ୟ ପ୍ରସ୍ତୁତି କରନ୍ତି। ଆପଣ ଯଦି ଏମାନଙ୍କ ମଧ୍ୟରୁ ଜଣେ ତେବେ ଏହି ସୁଯୋଗ ଆପଣଙ୍କ ପାଇଁ। ଓଡ଼ିଶା ପୋଲିସ୍ ନିଯୁକ୍ତି ବୋର୍ଡ (OPRB) ନେଇ ଆସିଛି ଏହି ସୁଯୋଗ। ଏନେଇ OPRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ OPRBରେ ସବ୍-ଇନିସ୍‌ପେକ୍ଟର୍(SI), ଷ୍ଟେସନ୍ ଅଫିସର୍ ଓ ଆସିସ୍‌ଷ୍ଟାଣ୍ଟ୍ ଜେଲର୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୯୦୦ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ OPRB ର ଅଫିସିଆଲ୍ ୱେବ୍‌ସାଇଟ୍‌ https://odishapolice.gov.in/କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Odisha Police SI Recruitment 2025 apply for 933 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୦ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୦ ଫେବୃଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ପୋଲିସ୍ ଏସ୍‌ଆଇ – ୬୦୯ଟି ପୋଷ୍ଟ୍‌
  • ସବ୍-ଇନ୍ସପେକ୍ଟର ପୋଲିସ୍ (ସଶସ୍ତ୍ର) – ୨୫୩ଟି ପୋଷ୍ଟ୍‌
  • ଷ୍ଟେସନ ଅଧିକାରୀ (ଅଗ୍ନିଶମ ସେବା) – ୪୭ଟି ପୋଷ୍ଟ୍‌
  • ଆସିସ୍‌ଷ୍ଟାଣ୍ଟ୍ ଜେଲର୍‌ – ୨୪ଟି ପୋଷ୍ଟ୍‌
  • ମୋଟ ପ୍ରାର୍ଥୀ – ୯୩୩ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ଗ୍ରାଜୁଏସନ୍ ଡିଗ୍ରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୨୫ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୩୫, ୪୦୦ ଟଙ୍କା
  • ସର୍ବାଧିକ ଦରମା – ୧,୧୨, ୪୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୦୦୦ରୁ ଅଧିକ ଶିକ୍ଷକ ପଦବୀ

ଆବେଦନ ଶୁଳ୍କ:

  • ସବୁ ବର୍ଗ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଶାରିରୀକ ମାନକ ପରୀକ୍ଷା(PMT)
  • ଶାରିରୀକ ଦକ୍ଷତା ପରୀକ୍ଷା(PET)
  • ମେଡିକାଲ୍ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଦ୍ୱାଦଶ ପରେ କ’ଣ କରିବେ ଚିନ୍ତାରେ ଅଛନ୍ତି କି… କରନ୍ତୁ ଏହି କୋର୍ସ, ସାଙ୍ଗେ ସାଙ୍ଗେ ମିଳିବ ଚାକିରି

Odisha Police Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ