Astrospeak
  • Live TV
  • Read In English

Odisha Teacher Vacancy 2025: ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୦୦୦ରୁ ଅଧିକ ଶିକ୍ଷକ ପଦବୀ

ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC)ରେ ଅନେକ ପଦବୀ ପୂରଣ ହେବ। ଏନେଇ OSSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Odisha Teacher Vacancy 2025 apply for 6025 post
ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୦୦୦ରୁ ଅଧିକ ଶିକ୍ଷକ ପଦବୀ

ଆପଣ ଯଦି ଓଡ଼ିଶାର ବାସିନ୍ଦା ଆଉ ପ୍ରତିଯୋଗୀ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC)ରେ ଅନେକ ପଦବୀ ପୂରଣ ହେବ। ଏନେଇ OSSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ OSSC ରେ ଓଡ଼ିଶାରେ ଗ୍ରୁପ୍ A ଏବଂ B ପୋଷ୍ଟ ଅଧୀନରେ ଟ୍ରେନିଂ ରିଜର୍ଭ (LTR) ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୬୦୦୦ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ OSSC ର ଅଫିସିଆଲ୍ ୱେବ୍‌ସାଇଟ୍‌ www.ossc.gov.in କୁ ଯାଇ ଆବେଦନ କରିପାରିବେ। 

ଅଧିକ ପଢ଼ନ୍ତୁ: ଭାରତୀୟ ସେନାରେ ଚାକିରି ସୁଯୋଗ: ଦରମା ୨ଲ‍କ୍ଷ ୫୦ହଜାର

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା:

ଅଧିକ ପଢ଼ନ୍ତୁ: ପ୍ରଥମ ଚେଷ୍ଟାରେ ସାକ୍ଷାତକାରରେ ପାସ୍ ହେବାକୁ ଚାହୁଁଛନ୍ତି କି… ଆପଣଙ୍କ ପାଇଁ ୫ଟି ଟିପ୍ସ

ବୟସ ସୀମା:

ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

ଅଧିକ ପଢ଼ନ୍ତୁ: ଦ୍ୱାଦଶ ପରେ କ’ଣ କରିବେ ଚିନ୍ତାରେ ଅଛନ୍ତି କି… କରନ୍ତୁ ଏହି କୋର୍ସ, ସାଙ୍ଗେ ସାଙ୍ଗେ ମିଳିବ ଚାକିରି