Advertisment

OPHWC ରେ ଜୁନିଅର ଆସିଷ୍ଟାଣ୍ଟ ପୋଷ୍ଟ୍ ଖାଲି; ଦରମା ୬୩ ହଜାର

OPHWC ବାହାର କରିଛି ଏକ ନିଯୁକ୍ତି ବିଜ୍ଞପ୍ତି। ଜୁନିଅର ଆସିଷ୍ଟାଣ୍ଟ ପୋଷ୍ଟଗୁଡିକରେ ଥିବା ଖାଲି ପଦବୀ ପୂରଣ ପାଇଁ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍‌ଲାଇନ୍ ମୋଡ୍‌ରେ ଆବେଦନ ଚାଲିଛି।

ଅଦ୍ୟତନ ହୋଇଛି
OPHWC Junior Assistant Recruitment

OPHWC Junior Assistant Recruitment

Advertisment

ରାଜ୍ୟ ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ୍‌ ୱେଲ୍‌ଫେୟାର କର୍ପୋରେସନ୍ ଲିମିଟେଡ୍ (OPHWC) ବାହାର କରିଛି ଏକ ନିଯୁକ୍ତି ବିଜ୍ଞପ୍ତି। ଜୁନିଅର ଆସିଷ୍ଟାଣ୍ଟ ପୋଷ୍ଟଗୁଡିକରେ ଥିବା ଖାଲି ପଦବୀ ପୂରଣ ପାଇଁ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍‌ଲାଇନ୍ ମୋଡ୍‌ରେ ଆବେଦନ ଚାଲିଛି।

Advertisment

ଯୋଗ୍ୟ ଏବଂ ଆଗ୍ରହୀ ପ୍ରାର୍ଥୀମାନେ OPHWCର ଅଫିସିଆଲ୍ ୱେବ୍‌ସାଇଟ୍‌ https://ophwc.nic.inକୁ ଯାଇ ଅନ୍‌ଲାଇନ୍ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍‌ OPHWC Junior Assistant Recruitment 2024 Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୩ ଡିସେମ୍ବର ୨୦୨୩
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୨ ଜାନୁଆରୀ ୨୦୨୪
Advertisment

ଖାଲି ପଦବୀ:

  • UR – ୦୬ଟି ପୋଷ୍ଟ
  • SEBC – ୦୨ଟି ପୋଷ୍ଟ
  • SC – ୦୨ଟି ପୋଷ୍ଟ
  • ST – ୦୩ଟି ପୋଷ୍ଟ
  • ମୋଟ୍ ପଦବୀ – ୧୩ଟି ପୋଷ୍ଟ

ଶିକ୍ଷାଗତ ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଯେକୌଣସି ବିଷୟରେ ସ୍ନାତକ ଡିଗ୍ରୀ
  • କମ୍ପ୍ୟୁଟର ଜ୍ଞାନ
  • ୨ ବର୍ଷର ଅଭିଜ୍ଞତା
Advertisment

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୮ ବର୍ଷ

ବୟସ କୋହଳ:

  • OBC – ୦୩ ବର୍ଷ
  • ST / SC / PWD / ESM – ୦୫ ବର୍ଷ
  • PWD + SC / ST – ୧୫ ବର୍ଷ

ଦରମା:

  • ସର୍ବନିମ୍ନ ମାସିକ ଦରମା – ୧୯,୯୦୦ ଟଙ୍କା
  • ସର୍ବାଧିକ ମାସିକ ଦରମା – ୬୩,୨୦୦ ଟଙ୍କା

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • କମ୍ପ୍ୟୁଟର ଟେଷ୍ଟ
  • ଡକ୍ୟୁମେଟ ଯାଞ୍ଚ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ EWS / OBC – ୫୦୦ ଟଙ୍କା
  • ମହିଳା / SC / ST – ଦେୟମୁକ୍ତ

ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ:

  • ଯୋଗ୍ୟତା ପ୍ରମାଣପତ୍ର
  • ଜନ୍ମ ତାରିଖ ସୂଚୀତ ପ୍ରମାଣପତ୍ର (SSLC / HSC)
  • ଦୁଇଟି ସାମ୍ପ୍ରତିକ କଲର୍ ପାସପୋର୍ଟ ସାଇଜ୍ ଫଟୋ
  • ଜାତି ପ୍ରମାଣପତ୍ର
  • ଅଭିଜ୍ଞତା ପ୍ରମାଣପତ୍ର

କିପରି କରିବେ ଆବେଦନ:

  • online_ application.in /ophwc/junior-assistant ଏହି ଲିଙ୍କକୁ କପି କରନ୍ତୁ
  • ଏହାକୁ ଯେକୌଣସି ଆଡ୍ରେସ୍ ବାର୍‌ରେ ପେଷ୍ଟ୍ କରନ୍ତୁ
  • Online Application ଲିଙ୍କକୁ କ୍ଲିକ୍ କରନ୍ତୁ
  • ଆବେଦନ ପତ୍ର ପୂରଣ କରନ୍ତୁ
  • ଆବଶ୍ୟକୀୟ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ପୈଠ କରନ୍ତୁ
  • ଆବେଦନ ପ୍ରକ୍ରିୟା ସହିତ ଆଗକୁ ବଢନ୍ତୁ
Govt Jobs OPHWC Officer
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ