OSSC New Recruitment: ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୫୦ରୁ ଅଧିକ ପଦବୀ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ନିକଟରେ ଏକ ନୂଆ ଚାକିରି ବିଜ୍ଞପ୍ତି ପ୍ରକାଶ କରିଛି। ଏହା ଓଡ଼ିଶା ସରକାରରେ ଏକ ସ୍ଥାୟୀ ନିଯୁକ୍ତି।

ଓଡ଼ିଶାରେ ସରକାରୀ ଚାକିରି; ପୂରଣ ହେବ ୬୫୦ରୁ ଅଧିକ ପଦବୀ

ଓଡ଼ିଶାରେ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ନିକଟରେ ଏକ ନୂଆ ଚାକିରି ବିଜ୍ଞପ୍ତି ପ୍ରକାଶ କରିଛି। ଦଶମ ପାଶ୍‌ କରିଥିବା ପିଲା ମଧ୍ୟ ଆବେଦକ କରିପାରିବେ। ଏହା ଓଡ଼ିଶା ସରକାରରେ ଏକ ସ୍ଥାୟୀ ନିଯୁକ୍ତି।

ଏହି ନିଯୁକ୍ତି ମାଧ୍ୟମରେ OSSC CHSL ରେ ଆୟୁର୍ବେଦିକ୍ ଆସିଷ୍ଟାଣ୍ଟ୍, ହୋମିଓପାଥିକ୍ ଆସିଷ୍ଟାଣ୍ଟ୍, ୟୁନାନି ଆସିଷ୍ଟାଣ୍ଟ୍ ଆଦି ପଦବୀ ପୂରଣ ହେବ। ଏଥିପାଇଁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୬୫୦ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ OSSC ର ଅଫିସିଆଲ୍ ୱେବ୍‌ସାଇଟ୍‌ https://ossc.gov.in/ କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ OSSC ର ଅଫିସିଆଲ୍ ୱେବ୍‌ସାଇଟ୍‌କୁ ଯାଆନ୍ତି। ଏଠାରେ ଥିବା What's New ତାଲିକା ସର୍ଚ୍ଚ କରନ୍ତୁ। View Pdf ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଶିକ୍ଷାଗତ ଯୋଗ୍ୟତା:

ବୟସ ସୀମା:

ବୟସ କୋହଳ:

ଦରମା:

ଚୟନ ପ୍ରକ୍ରିୟା:

ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ୍: