PNB SO Recruitment: ବ୍ୟାଙ୍କରେ ପୂରଣ ହେବ ଅଫିସର୍ ପଦବୀ: ଦରମା ୧ ଲକ୍ଷରୁ ଅଧିକ

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଚାକିରି ସୁଯୋଗ। ଏନେଇ ବ୍ୟାଙ୍କ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ବ୍ୟାଙ୍କରେ ପୂରଣ ହେବ ଅଫିସର୍ ପଦବୀ: ଦରମା ୧ ଲକ୍ଷରୁ ଅଧିକ

ଆପଣ କୌଣସି ବ୍ୟାଙ୍କ୍‌ ଚାକିରି ପାଇଁ ବର୍ଷ ବର୍ଷ ଧରି ପ୍ରସ୍ତୁତ କରୁଛନ୍ତି କି? ଯଦି ଆପଣ ଏକ ବ୍ୟାଙ୍କରେ ଚାକିରି ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବ୍ୟାଙ୍କ୍ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ ବ୍ୟାଙ୍କରେ ସ୍ପେସାଲ୍ ଅଫିସର୍‌(SO) ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୩୫୦ ପଦବୀ ପୂରଣ ହେବ। ଇଂଜିନିୟରିଂ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ pnbindia.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ Punjab National Bank SO Recruitment 2025 apply for 350 post Notificationରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

ଯୋଗ୍ୟତା:

ବୟସ ସୀମା:

ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

କିପରି କରିବେ ଆବେଦନ:

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ