Astrospeak
  • Live TV
  • Read In English

Railway Recruitment 2024: ଆପଣ ଯଦି ଦଶମ ପାଶ୍, ରେଳବାଇରେ ଚାକିରି କରିବାକୁ ଚାହାନ୍ତି… ପଢନ୍ତୁ ଏହି ଖବର

ଭାରତୀୟ ରେଳବାଇ ଅଧିନରେ ଥିବା କୋଙ୍କଣ ରେଳ ନିଗମ ଲିମିଟେଡ୍ (KRCL) ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Railway Recruitment  2024 KRCL  Apply for 190 posts
ଆପଣ ଯଦି ଦଶମ ପାଶ୍, ରେଳବାଇରେ ଚାକିରି କରିବାକୁ ଚାହାନ୍ତି… ପଢନ୍ତୁ

ରେଳବାଇରେ ଚାକିରି କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ପୁଣି ଏକ ସୁଯୋଗ। ଏନେଇ ଭାରତୀୟ ରେଳବାଇ ଅଧିନରେ ଥିବା କୋଙ୍କଣ ରେଳ ନିଗମ ଲିମିଟେଡ୍ (KRCL) ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ KRCLରେ ସିନିୟର ଇଞ୍ଜିନିୟର, ଟେକ୍ନିସିଆନ୍, ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଟ୍ରାକ୍ ମେଣ୍ଟେନର୍, ଷ୍ଟେସନ୍ ମାଷ୍ଟର, ଗୁଡ୍‌ସ ଟ୍ରେନ୍ ମ୍ୟାନେଜର, ପଏଣ୍ଟ ମ୍ୟାନ୍ ଆଦି ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଦଶମ ପାଶ୍ ପିଲାମାନେ ମଧ୍ୟ ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୯୦ ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: CISF Recruitment 2024: CISFରେ ଚାକିରି ସୁଯୋଗ; ଦରମା ୬୯ ହଜାର; ଜାଣନ୍ତୁ କେଉଁମାନେ କରିବେ ଆବେଦନ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ KRCLର ଅଫିସିଆଲ୍ ୱେବ୍‌ସାଇଟ୍‌ https://konkanrailway.com/କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ Railway Recruitment 2024 KRCL Apply for 190 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଅଧିକ ପଢ଼ନ୍ତୁ: UPSC Recruitment 2024: UPSC ବାହାର କଲା ନୂଆ ବିଜ୍ଞପ୍ତି; ଯୁକ୍ତ ଦୁଇ ଥିଲେ ବି କରିବେ ଆବେଦନ

ଯୋଗ୍ୟତା:

ବୟସ ସୀମା:

ମାସିକ ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

ଅଧିକ ପଢ଼ନ୍ତୁ: PGCIL Recruitment 2024: ପୂରଣ ହେବ ୧ହଜାରରୁ ଅଧିକ ପଦବୀ; ଜାଣନ୍ତୁ ଓଡ଼ିଶାରେ କେତେ ନିଯୁକ୍ତି ପାଇବେ