Advertisment

Railway RWF Apprentices Recruitment 2025: ଦଶମ ପାଶ୍ କରିଛନ୍ତି କି… ରେଳବାଇରେ ଚାକିରି

ଭାରତୀୟ ରେଳବାଇରେ ଚାକିରି ସୁଯୋଗ। ଏନେଇ ଭାରତୀୟ ରେଳବାଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଅଦ୍ୟତନ ହୋଇଛି
Railway RWF Apprentices Recruitment 2025

Railway RWF Apprentices Recruitment 2025

Advertisment

ଆପଣ ସରକାରୀ ଚାକିରି ପାଇଁ ବର୍ଷ ବର୍ଷ ଧରି ନିଜକୁ ପ୍ରସ୍ତୁତ କରୁଛନ୍ତି କି? ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଯଦି ଆପଣ ଭାରତୀୟ ରେଳବାଇରେ ଚାକିରି ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏହି ଖବର। ଭାରତୀୟ ରେଳବାଇ ରେଳ ଚକ କାରଖାନା (RWF) ରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ଭାରତୀୟ ରେଳବାଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଭାରତୀୟ ରେଳବାଇର ବିଭିନ୍ନ ଟ୍ରେଡ୍‌ରେ ଆପ୍ରେଣ୍ଟିସ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୯୨ ପଦବୀ ପୂରଣ ହେବ। ଦଶମ ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ବ୍ୟାଙ୍କର ଅଫିସିଆଲ୍ ୱେବ୍‌ସାଇଟ୍‌ rwf.indianrailways.gov.in ବା www.apprenticeshipindia.gov.in କୁ ଯାଇ ଆବେଦନ କରିପାରିବେ। 

Advertisment

ଅଧିକ ପଢ଼ନ୍ତୁ: ସାକ୍ଷାତକାର ସମୟରେ କେବେ ବି କରନ୍ତୁ ନାହିଁ ଏହି ଭୁଲ୍, ହାତକୁ ଆସିଥିବା ଚାକିରି ଚାଲିଯିବ

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୧ ମାର୍ଚ୍ଚ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୧ ଏପ୍ରିଲ୍ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • ସାଧାରଣ ବର୍ଗ – ୯୮ଟି ପୋଷ୍ଟ୍‌
  • OBC – ୫୧ଟି ପୋଷ୍ଟ୍‌
  • SC – ୨୯ଟି ପୋଷ୍ଟ୍‌
  • ST – ୧୪ଟି ପୋଷ୍ଟ୍‌
  • ମୋଟ ପଦବୀ – ୧୯୨ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ପ୍ରାର୍ଥୀ ନିଶ୍ଚିତ ଭାବରେ ଦଶମ ପାଶ୍ କରିଥିବେ
  • ସମ୍ପୃକ୍ତ ଟ୍ରେଡ୍‌ / ଶାଖାରେ ITI ସାର୍ଟିଫିକେଟ୍ ରହିବା ଆବଶ୍ୟକ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୫ବର୍ଷ
  • ସର୍ବାଧିକ ବୟସ – ୨୪ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ OBC – ୧୦୦ଟଙ୍କା
  • SC/ST/ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ମେରିଟ୍ ଲିଷ୍ଟ
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଅଧିକ ପଢ଼ନ୍ତୁ: ଆପଣ ନୂଆ ନୂଆ ସାକ୍ଷାତକାର ସାମ୍ନା କରୁଛନ୍ତି କି; ଜାଣନ୍ତୁ ପାଞ୍ଚଟି ପ୍ରଶ୍ନ ଓ ଉତ୍ତର

Indian Railways Indian Railway Jobs Govt Jobs Job Search Job Seekers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ