Advertisment

Recruitment: ରାଉର୍‌କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି; ଦଶମ ପିଲା ମଧ୍ୟ କରିପାରିବେ ଆବେଦନ

ରାଉର୍‌କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ (SAIL) ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଅପରେଟର୍ ଏବଂ ଟେକ୍ନିସିଆନ୍ ପଦବୀ ପୂରଣ ହେବ।

author-image
Pramod Behera
ଅଦ୍ୟତନ ହୋଇଛି
SAIL Rourkela Steel Plant Recruitment 2024

Rourkela Steel Plant Recruitment Apply Online For Various Posts

ରାଉର୍‌କେଲା ଷ୍ଟିଲ୍ ପ୍ଲାଣ୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଏନେଇ ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ (SAIL) ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ମାଧ୍ୟମରେ ଅପରେଟର୍ ଏବଂ ଟେକ୍ନିସିଆନ୍ ପଦବୀ ପୂରଣ ହେବ।

Advertisment

ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍ ମାଧ୍ୟମରେ ହେଉଥିବା ବେଳେ ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ସାରା ଓଡ଼ିଶାର ପ୍ରାର୍ଥୀମାନେ ଆବେଦନ କରିପାରିବେ। ଦଶମ ପାଶ୍ ପ୍ରାର୍ଥୀ ମଧ୍ୟ ଆବେଦନ କରିପାରିବେ।

ଅଧିକ ପଢ଼ନ୍ତୁ: NTPCରେ ପୂରଣ ହେବ ଡେପୁଟି ମ୍ୟାନେଜର ପଦବୀ; ଆବେଦନ କରିବାକୁ ଚାହୁଥିଲେ ଦେଖନ୍ତୁ

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SAIL ର ଅଫିସିଆଲ୍ ୱେବ୍‌ସାଇଟ୍ https://sailcareers.comକୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍‌ Rourkela Steel Plant Recruitment Apply Online For Various Posts notification ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୬ ଫେବୃଆରୀ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୮ ମାର୍ଚ୍ଚ ୨୦୨୪

ଶିକ୍ଷାଗତ ଯୋଗ୍ୟତା:

  • ଯେକୌଣସି ସ୍ୱୀକୃତିପ୍ରାପ୍ତ ବୋର୍ଡ କିମ୍ବା ଅନୁଷ୍ଠାନରୁ ଦଶମ / ଡିପ୍ଲୋମା ପାଶ୍
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୨୮ ବର୍ଷ
  • ବୟସ ଗଣନା ୦୮।୦୩।୨୦୨୪ ଅନୁସାରେ ହେବ

ବୟସ କୋହଳ:

  • OBC - ୦୩ ବର୍ଷ
  • ST / SC / PWD/ESM - ୦୫ ବର୍ଷ
  • PWD + SC / ST- ୧୫ ବର୍ଷ

ଚୟନ ପ୍ରକ୍ରିୟା:

  • ସିବିଟି ପରୀକ୍ଷା
  • ଦ‍କ୍ଷତା ପରୀକ୍ଷା
  • ଶାରିରୀକ ପରୀକ୍ଷା
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ଦରମା:

  • ସର୍ବନିମ୍ନ ମାସିକ ଦରମା – ୧୬,୧୦୦ ଟଙ୍କା
  • ସର୍ବାଧିକ ମାସିକ ଦରମା – ୩୮,୯୨୦ ଟଙ୍କା

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ EWS / OBC - ୫୦୦ ଟଙ୍କା
  • SC / ST/ phd – ୨୦୦ ଟଙ୍କା

ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ୍:

  • ଯୋଗ୍ୟତା ପ୍ରମାଣପତ୍ର
  • ଜନ୍ମ ତାରିଖ ସୂଚୀତ ପ୍ରମାଣପତ୍ର (SSLC / HSC)
  • ଦୁଇଟି ସାମ୍ପ୍ରତିକ ପାସପୋର୍ଟ ଆକାରର ଫଟୋ
  • BPL କାର୍ଡ / ରେସନ’ କାର୍ଡ / BSKY କାର୍ଡ / ଆୟ ପ୍ରମାଣପତ୍ର
  • ଆବାସିକ ପ୍ରମାଣପତ୍ର
  • ଜାତି ପ୍ରମାଣପତ୍ର
  • ଅଭିଜ୍ଞତା ପ୍ରମାଣପତ୍ର
Central Government Jobs Rourkela Steel Plant Govt Jobs SAIL
Advertisment
Advertisment