Astrospeak
  • Live TV
  • Read In English

RRB Vacancy 2024: ରେଳବାଇରେ ପୂରଣ ହେବ ୧୦୦୦ରୁ ଅଧିକ ପଦବୀ; ଜାଣନ୍ତୁ କେଉଁମାନେ କରିବେ ଆବେଦନ

RRB ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ମନ୍ତ୍ରଣାଳୟ ଏବଂ ଅନ୍ୟାନ୍ୟ ବର୍ଗ ନିଯୁକ୍ତି ୨୦୨୪ ପାଇଁ ସଂକ୍ଷିପ୍ତ ବିଜ୍ଞପ୍ତି ଜାରି କରାଯାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

RRB Vacancy 2024
ରେଳବାଇରେ ପୂରଣ ହେବ ୧୦୦୦ରୁ ଅଧିକ ପଦବୀ

ଭାରତୀୟ ରେଳବାଇରେ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବବର୍ଗଙ୍କ ପାଇଁ ଏହି ଖବର। RRB ଏହି ସୁଯୋଗ ନେଇଆସିଛି। RRB ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ମନ୍ତ୍ରଣାଳୟ ଏବଂ ଅନ୍ୟାନ୍ୟ ବର୍ଗ ନିଯୁକ୍ତି ୨୦୨୪ ପାଇଁ ସଂକ୍ଷିପ୍ତ ବିଜ୍ଞପ୍ତି ଜାରି କରାଯାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ RRB ରେ ଶିକ୍ଷକ, ମୁଖ୍ୟ ଲ ଆସିଷ୍ଟାଣ୍ଟ୍, ଲ୍ୟାବ୍ ଆସିଷ୍ଟାଣ୍ଟ୍ ଆଦି ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୦୦୦ରୁ ଅଧିକ ପଦବୀ ପୂରଣ ହେବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ RRB ର ଅଫିସିଆଲ୍ ୱେବ୍‌ସାଇଟ୍‌ rrbapply.gov.inକୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ RRB Ministerial and Isolated Category Vacancy 2024 apply for 1036 post Notification ରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା:

ବୟସ ସୀମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା: