Advertisment

SBI Recruitment 2024: SBI ରେ ପୂରଣ ହେବ ମ୍ୟାନେଜର ପଦବୀ; ଚାଲିଛି ଆବେଦନ

ଆପଣ ଯଦି SBI ରେ କାମ କରିବାକୁ ଆଗ୍ରହୀ, ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ଏନେଇ SBI ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

 SBI Recruitment 2024 Apply for 1511 posts

SBI Recruitment 2024 Apply for 1511 posts

Advertisment

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଚାକିରି ପାଇବାକୁ ସମସ୍ତେ ଇଚ୍ଛା କରନ୍ତି। ଯଦି ଆପଣ ମଧ୍ୟ SBI ରେ କାମ କରିବାକୁ ଆଗ୍ରହୀ, ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ଏନେଇ SBI ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ SBIରେ ଡେପୁଟୀ ମ୍ୟାନେଜର ଓ ଆସିଷ୍ଟାଣ୍ଟ୍ ମ୍ୟାନେଜର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୧୫୦୦ ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SBIର ଅଫିସିଆଲ୍ ୱେବ୍‌ସାଇଟ୍‌ sbi.co.inକୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SBI Recruitment 2024 Apply for 1511 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୪ ସେପ୍ଟେମ୍ବର ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୦୪ ଅକ୍ଟୋବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • SC – ୨୩୮ଟି ପୋଷ୍ଟ୍
  • ST – ୧୧୯ଟି ପୋଷ୍ଟ୍
  • OBC – ୩୯୩ଟି ପୋଷ୍ଟ୍
  • EWS – ୧୪୭ଟି ପୋଷ୍ଟ୍
  • UR – ୬୧୪ଟି ପୋଷ୍ଟ୍
  • ମୋଟ୍ – ୧୫୧୧ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ବିଭିନ୍ନ ବିଭାଗ ପାଇଁ ଶିକ୍ଷାଗତ ଯୋଗ୍ୟତା ଭିନ୍ନ ରହିବା
  • ତେବେ ଅଧିକାଂଶ ପଦବୀ ପାଇଁ BE/BTech., M.Tech / M.Sc, ରହିବା ଜରୁରୀ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୫ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ଡେପୁଟୀ ମ୍ୟାନେଜର – ୯୩,୯୬୦ ଟଙ୍କା
  • ଆସିଷ୍ଟାଣ୍ଟ୍ ମ୍ୟାନେଜର – ୮୫,୯୨୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୭୫୦ ଟଙ୍କା
  • SC/ST/ PwBD – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
SBI Govt Jobs Job Search Job Seekers SBI Jobs SBI Recruitment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ