Advertisment

SBI SCO Recruitment 2025: ପୂରଣ ହେବ ସ୍ପେଶାଲିଷ୍ଟ୍ କ୍ୟାଡର ଅଫିସର୍ ପଦବୀ

SBI ରେ ପୂରଣ ହେବ SCO ପଦବୀ। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

SBI SCO Recruitment 2025 apply for 150 post

SBI SCO Recruitment 2025 apply for 150 post

Advertisment

ଅନେକ ଶିକ୍ଷିତ ଯୁବକ ବ୍ୟାକିଂ ଲାଇନ୍‌ରେ ଚାକିରି କରିବାର ସ୍ୱପ୍ନ ଦେଖନ୍ତି। ଆପଣ ଯଦି ସେମାନଙ୍କ ମଧ୍ୟରୁ ଜଣେ ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆପଣଙ୍କ ଏହି ସ୍ୱପ୍ନ ଏବେ ସଫଳ ହୋଇପାରେ। SBI ଏହି ସୁଯୋଗ ନେଇଆସିଛି। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ SBI ରେ ସ୍ପେଶାଲିଷ୍ଟ୍ କ୍ୟାଡର ଅଫିସର୍(SCO) ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ୍‌ ପାଶ୍ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେଇପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SBIର ଅଫିସିଆଲ୍ ୱେବ୍‌ସାଇଟ୍‌ sbi.co.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ SBI SCO Recruitment 2025 apply for 150 post Notification ରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୩ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୩ ଜାନୁଆରୀ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସାଧାରଣ ବର୍ଗ – ୬୨ଟି ପୋଷ୍ଟ୍‌
  • EWS – ୧୫ଟି ପୋଷ୍ଟ୍‌
  • OBC – ୩୮ଟି ପୋଷ୍ଟ୍‌
  • ST – ୧୧ଟି ପୋଷ୍ଟ୍‌
  • SC – ୨୪ଟି ପୋଷ୍ଟ୍‌
  • ମୋଟ ପ୍ରାର୍ଥୀ – ୧୫୦ଟି ପୋଷ୍ଟ୍‌
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଯୋଗ୍ୟତା:

  • ସରକାରୀ ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ଅନୁଷ୍ଠାନରୁ ଯେକୌଣସି ବିଷୟରେ ସ୍ନାତକ ଡିଗ୍ରୀ
  • ଏହା ସହିତ, ୩୧ ଡିସେମ୍ବର ୨୦୨୪ ଠାରୁ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବ୍ୟାଙ୍କିଙ୍ଗ୍ ଆଣ୍ଡ୍‌ ଫାଇନାନ୍ସ (IIBF) ରୁ ଫୋରେକ୍ସରେ ଏକ ପ୍ରମାଣପତ୍ର ଥିବା ଆବଶ୍ୟକ

ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୬୮,୪୮୦ ଟଙ୍କା
  • ସର୍ବାଧିକ ଦରମା – ୯୩, ୯୬୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ EWS / OBC – ୭୫୦ ଟଙ୍କା
  • SC/ ST/ PwBD – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ମେରିଟ୍ ଲିଷ୍ଟ୍
  • ସାକ୍ଷାରକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ sbi.co.in. କୁ ଯାଆନ୍ତୁ
  • Career ଟ୍ୟାପ୍ ଉପରେ କ୍ଲିକ୍ କରନ୍ତୁ
  • "Current Openings" ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • "SBI SCO Recruitment 2025" ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • "Apply Online" ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ
SBI Govt Jobs Govt Job Recruitment Bank Job
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ