Advertisment

SSB Odisha PGT Recruitment: ଓଡ଼ିଶାରେ ପୂରଣ ହେବେ ୧୦୬୧ PGT ଶିକ୍ଷକ; ଦରମା ୧.୪ ଲକ୍ଷ ପରେ

ଆପଣ ଶିକ୍ଷକ ହେବାର ଲକ୍ଷ ରଖିଛନ୍ତି ଆଉ ଏନେଇ ନିଜକୁ ପ୍ରସ୍ତୁତ କରୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ଓଡିଶା ରାଜ୍ୟ ଚୟନ ବୋର୍ଡ(SSB Odisha) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୦୬୧ଟି ପଦବୀ ପୂରଣ ହେବ।

SSB Odisha PGT Recruitment 2024 apply for 1061 posts

SSB Odisha PGT Recruitment 2024 apply for 1061 posts

Advertisment

ପ୍ରାୟ ଶିକ୍ଷିତ ବ୍ୟକ୍ତି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ ଦେଖନ୍ତି। ଆପଣ ଯଦି ଏମିତି ଲକ୍ଷ ରଖିଛନ୍ତି ଆଉ ଏନେଇ ନିଜକୁ ପ୍ରସ୍ତୁତ କରୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ଓଡିଶା ରାଜ୍ୟ ଚୟନ ବୋର୍ଡ(SSB Odisha) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

Advertisment

ଏହି ନିଯୁକ୍ତି ପ୍ରକ୍ରିୟାରେ ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷକ (PGT) ପଦବୀ ପୂରଣ ହେବ। ଏନେଇ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍‌ରେ ମାଧ୍ୟମରେ ହେବ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୦୬୧ଟି ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SSB ର ଅଫିସିଆଲ୍ ୱେବ୍‌ସାଇଟ୍ https://ssbodisha.ac.in କୁ ଯାଇ ଅନ୍‌ଲାଇନ୍ ଆବେଦନ କରିପାରିବେ। ଯେଉଁମାନେ ଏହାର ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ୍‌ SSB Odisha PGT Recruitment 2024 apply gor 1061 posts notification ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୧୮ ମାର୍ଚ୍ଚ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୮ ଏପ୍ରିଲ୍ ମାର୍ଚ୍ଚ ୨୦୨୪

ଖାଲି ପଦବୀ:

  • ବିଭିନ୍ନ ବିଷୟ ପାଇଁ ପ୍ରାର୍ଥୀ ନିଯୁକ୍ତି ହେବେ
  • ମୋଟ୍ ୧୦୬୧ ଶିକ୍ଷକ ପଦବୀ ପୂରଣ ହେବ

ଶିକ୍ଷାଗତ ଯୋଗ୍ୟତା:

  • ଏକ ସ୍ୱୀତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସେହି ବିଷୟରେ ମାଷ୍ଟର ଡିଗ୍ରୀ
  • କିମ୍ବା ପ୍ରାର୍ଥୀ ନିଶ୍ଚିତ ଭାବରେ ଏକ NCERT- ସ୍ୱୀକୃତିପ୍ରାପ୍ତ ଆଞ୍ଚଳିକ ମହାବିଦ୍ୟାଳୟରୁ ଅତି କମରେ ୫୦% ଏଗ୍ରିଗେଟ୍ ସହିତ ୬ ବର୍ଷର ସ୍ନାତକୋତ୍ତର ମାଷ୍ଟର ପାଠ୍ୟକ୍ରମ ସମାପ୍ତ କରିଥିବା ଆବଶ୍ୟକ
  • ପ୍ରାର୍ଥୀ ନିଶ୍ଚିତ ଭାବରେ BeD କରିଥିବେ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୧ ବର୍ଷ
  • ସର୍ବାଧିକ ବୟସ – ୩୮ ବର୍ଷ
  • ବୟସ ଗଣନା ୦୧ ଜାନୁଆରୀ ୨୦୨୪ ଅନୁସାରେ ହେବ

ଦରମା:

  • ସର୍ବନିମ୍ନ ମାସିକ ଦରମା – ୪୪,୯୦୦ଟଙ୍କା
  • ସର୍ବାଧିକ ମାସିକ ଦରମା – ୧,୪୨,୪୦୦ଟଙ୍କା

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/ SEBC – ୫୦୦ ଟଙ୍କା
  • SC/ST/PwD – ୨୦୦ ଟଙ୍କା

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ସାକ୍ଷାତକାର
  • ଡକ୍ୟୁମେଣ୍ଟ୍ ଯାଞ୍ଚ
Govt Jobs Govt. Teacher Jobs SSB Recruitment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ