SSC CGL Vacancy: ଗ୍ରାଜୁଏସନ କରିଥିଲେ ସୁବର୍ଣ୍ଣ ସୁଯୋଗ; SSCରେ ପୂରଣ ହେବ ୧୭୭୦୦ରୁ ଅଧିକ ପଦବୀ

କର୍ମଚାରୀ ଚୟନ ଆୟୋଗ (SSC) ର ମିଳିତ ସ୍ନାତକ ସ୍ତର ପରୀକ୍ଷା (CGL) ମାଧ୍ୟମରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଆବେଦନ ପ୍ରକ୍ରିୟା ମଧ୍ୟ ସୋମବାର ଠାରୁ ଆରମ୍ଭ ହୋଇଯାଇଛି। ଆପଣ ଏହାର ସୁଯୋଗ ନେଇପାରିବେ।

SSCରେ ପୂରଣ ହେବ ୧୭୭୦୦ରୁ ଅଧିକ ପଦବୀ

କର୍ମଚାରୀ ଚୟନ ଆୟୋଗ (SSC) ର ମିଳିତ ସ୍ନାତକ ସ୍ତର ପରୀକ୍ଷା (CGL) ମାଧ୍ୟମରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଆବେଦନ ପ୍ରକ୍ରିୟା ମଧ୍ୟ ସୋମବାର ଠାରୁ ଆରମ୍ଭ ହୋଇଯାଇଛି। ଆପଣ ଏହାର ସୁଯୋଗ ନେଇପାରିବେ।

ଏହା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ମନ୍ତ୍ରଣାଳୟ, ବିଭାଗ ଏବଂ କାର୍ଯ୍ୟାଳୟରେ ଗ୍ରୁପ୍ ବି ଏବଂ ସି ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ। ଏହା ମାଧ୍ୟମରେ ମୋଟ ୧୭୭୨୭ ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: Indian Navy Recruitment 2024: ଭାରତୀୟ ନୌସେନାରେ ନିଯୁକ୍ତି ସୁଯୋଗ; ଫାଇଦା ନେବେ ଦଶମ ପିଲା

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SSC ର ଅଫିସିଆଲ୍ ୱେବ୍‌ସାଇଟ୍‌ ssc.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SSC CGL Vacancy 2024 Post Vaccancy 17727 Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

 

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଶିକ୍ଷାଗତ ଯୋଗ୍ୟତା:

ଅଧିକ ପଢ଼ନ୍ତୁ: North Eastern Railway Recruitment: ଭାରତୀୟ ରେଳବାଇରେ ଚାକିରି ସୁଯୋଗ; ପୂରଣ ହେବ ୧୦୦୦ରୁ ଅଧିକ ପଦବୀ

ବୟସ ସୀମା:

ଦରମା:

ଆବେଦନ ଶୁଳ୍କ:

ଚୟନ ପ୍ରକ୍ରିୟା:

ଅଧିକ ପଢ଼ନ୍ତୁ: Bank Of Baroda Recruitment 2024: BOBରେ ପୂରଣ ହେବ ମ୍ୟାନେଜର୍‌ ପଦବୀ; ଗ୍ରାଜୁଏସନ୍ କରିଥିଲେ ସୁଯୋଗ