Advertisment

SSC MTS Havaldar Recruitment 2024: ପୂରଣ ହେବ ୮ ହଜାରରୁ ଅଧିକ ପଦବୀ; ଦଶମ ପିଲା ନେବେ ସୁଯୋଗ

ସରକାରୀ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। କର୍ମଚାରୀ ଚୟନ ଆୟୋଗ (SSC) ଏହି ସୁଯୋଗ ନେଇଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଆପଣ ଯଦି ଭାରତ ସରକାରର ଏହି ବିଭାଗରେ ଚାକିରି କରିବାକୁ ଚାହାନ୍ତି ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

SSC MTS Havaldar Recruitment apply for 8326 Posts

SSC MTS Havaldar Recruitment apply for 8326 Posts

Advertisment

ସରକାରୀ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। କର୍ମଚାରୀ ଚୟନ ଆୟୋଗ (SSC) ଏହି ସୁଯୋଗ ନେଇଆସିଛି। ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଆପଣ ଯଦି ଭାରତ ସରକାରର ଏହି ବିଭାଗରେ ଚାକିରି କରିବାକୁ ଚାହାନ୍ତି ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧମରେ ମଲ୍ଟି ଟାସ୍କିଂ କର୍ମଚାରୀ ଏବଂ ହାବିଲ୍‌ଦାର ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଦଶମ ପାଶ୍ କରିଥିବା ପିଲା ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟରେ ୮ ହଜାରରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SSC ର ଅଫିସିଆଲ୍ ୱେବ୍‌ସାଇଟ୍‌ ssc.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SSC MTS Havaldar Recruitment apply for 8326 Posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୭ ଜୁନ୍ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୩୧ ଜୁଲାଇ ୨୦୨୪

ଖାଲି ପଦବୀ:

  • MTS – ୪୮୮୭ଟି ପୋଷ୍ଟ୍
  • ହାବିଲ୍‌ଦାର(ସିବିଆଇସି/ସିବିଏନ୍) – ୩୪୩୯ଟି ପୋଷ୍ଟ୍
  • ମୋଟ୍ – ୮୩୨୬ଟି ପୋଷ୍ଟ୍
Advertisment

ଶିକ୍ଷାଗତ ଯୋଗ୍ୟତା:

  • ଯେକୌଣସି ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ଦଶମ ପାଶ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୨୫/୨୭ ବର୍ଷ
  • ବୟସ ଗଣନା ୦୧।୦୮।୨୦୨୪ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ମାସିକ ଦରମା – ୩୦, ୦୦୦ ଟଙ୍କା
  • ସର୍ବାଧିକ ମାସିକ ଦରମା – ୧୨୦, ୦୦୦ ଟଙ୍କା

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC/EWS – ୧୦୦ଟଙ୍କା
  • SC/ST/PWBD/ESM – ଦେୟ ମୁକ୍ତ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର୍ ଆଧାରିତ ପରୀକ୍ଷା
  • ଶାରୀରିକ ଦକ୍ଷତା ଟେଷ୍ଟ୍(PET)
  • ଶାରୀରିକ ମାନକ ଟେଷ୍ଟ୍(PST)
  • ଡକ୍ୟୁମେଣ୍ଟ୍ ଯାଞ୍ଚ

ପରୀକ୍ଷା ପାଇଁ ଭାଷା:

ଇଂରାଜୀ ଓ ହିନ୍ଦି ସହିତ ଅସମିୟା, ବଙ୍ଗାଳୀ, ଗୁଜୁରାଟୀ, କନ୍ନଡ, କୋଙ୍କଣୀ, ମଲୟାଲମ୍, ମଣିପୁରୀ, ମରାଠୀ, ଓଡିଆ, ପଞ୍ଜାବୀ, ତାମିଲ, ତେଲୁଗୁ ଓ ଉର୍ଦ୍ଧୁରେ ହେବ

Govt Jobs SSC Jobs SSC MTS Vacancy SSC Recruitment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ