Advertisment

SSC Recruitment: SSC ରେ ପୂରଣ ହେବ ଷ୍ଟେନୋଗ୍ରାଫର୍ ପଦବୀ; ସୁଯୋଗ ନେବେ ଦ୍ୱାଦଶ ପିଲା

ଆପଣ ଯଦି ସରକାରୀ କରିବା ନେଇ ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣ ପାଇଁ। କର୍ମଚାରୀ ଚୟନ ଆୟୋଗ (SSC) ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି।

ଅଦ୍ୟତନ ହୋଇଛି
SSC Stenographer Recruitment 2024

SSC Stenographer Recruitment 2024

Advertisment

ସରକାରୀ ଚାକିରି ପାଇଁ ଅପେକ୍ଷା କରିଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆପଣ ଯଦି ସରକାରୀ କରିବା ନେଇ ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣ ପାଇଁ। କର୍ମଚାରୀ ଚୟନ ଆୟୋଗ (SSC) ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଜ୍ଞପ୍ତି ଅନୁସାରେ ଅନେକଗୁଡିଏ ପଦବୀ ପୂରଣ ହେବ। ଏହି ନିଯୁକ୍ତି ବିଷୟରେ ବିସ୍ତୃତ ଭାବେ ଜାଣିବା ପାଇଁ ପୂରା ଖବରକୁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ SSC ରେ ଷ୍ଟେନୋଗ୍ରାଫର୍ 'ଗ୍ରେଡ୍ C' ଏବଂ 'ଗ୍ରେଡ୍ D' ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ‍ଦ୍ୱାଦଶ ପାଶ୍ କରିଥିବା ପିଲା ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୨୦୦୦ରୁ ଅଧିକ ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: IBPS ପକ୍ଷରୁ ଜାରି ହେଲା ନିଯୁକ୍ତି ବିଜ୍ଞପ୍ତି, ଶୀଘ୍ର କରନ୍ତୁ ଆବେଦନ

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SSCର ଅଫିସିଆଲ୍ ୱେବ୍‌ସାଇଟ୍‌ ssc.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SSC stenographer recruitment Recruitment 2024 Apply for 2006 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୬ ଜୁଲାଇ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୭ ଅଗଷ୍ଟ ୨୦୨୪
  • ପରୀକ୍ଷା – ଅକ୍ଟୋବର-ନଭେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ
Advertisment

ଖାଲି ପଦବୀ:

  • ଏହି ନିଯୁକ୍ତି ଅନୁସାରେ ମୋଟ୍ ୨୦୦୬ଟି ପୋଷ୍ଟ୍ ପୂରଣ ହେବାର ଲକ୍ଷ ରହିଛି
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଏକ ସ୍ୱୀକୃତିପ୍ରାପ୍ତ ବୋର୍ଡ କିମ୍ବା ବିଶ୍ୱବିଦ୍ୟାଳୟରୁ ଦ୍ୱାଦଶ ଶ୍ରେଣୀ ପାଶ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୮ ବର୍ଷ
  • ସର୍ବାଧିକ ବୟସ – ୨୭/୩୦ ବର୍ଷ
  • ବୟସ ଗଣନା ୦୧/୦୮/୨୦୨୪ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: NABARD Recruitment 2024: NABARD ରେ ପୂରଣ ହେବ ଆସିଷ୍ଟାଣ୍ଟ ମ୍ୟାନେଜର ପଦବୀ; ସୁଯୋଗ ନେବେ ଏହି ପିଲା

ମାସିକ ଦରମା:

  • ସର୍ବନିମ୍ନ ଦରମା – ୨୦,୨୦୦ ଟଙ୍କା
  • ସର୍ବାଧିକ ଦରମା – ୩୪,୮୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ – ୨୦୦ଟଙ୍କା
  • SC/ ST/ESM ଦିବ୍ୟାଙ୍ଗ – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଦକ୍ଷତା ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • SSCର ଅଫିସିଆଲ୍ ୱେବସାଇଟ୍‌ ssc.gov.in କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ SSC Stenographer 2024 ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
  • ନିଜକୁ ପଞ୍ଜୀକରଣ କରନ୍ତୁ
  • ଆବେଦନ ଫର୍ମ ପୂରଣ କରନ୍ତୁ
  • ଆବଶ୍ୟକ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ପ୍ରଦାନ କରନ୍ତୁ
  • ଫର୍ମ Submit କରନ୍ତୁ
  • ଫର୍ମ ଦାଖଲ ହେବା ପରେ ଏହାକୁ ଡାଉନ୍‌ଲୋଡ୍ କରନ୍ତୁ ଏବଂ ଏହାର ଏକ କପି ପାଖରେ ରଖନ୍ତୁ

ଅଧିକ ପଢ଼ନ୍ତୁ: RRB JE Recruitment: RRBରେ ପୂରଣ ହେବ ଜୁନିୟର୍ ଇଂଜିନିୟରିଂ ପଦବୀ; ପାଖାପାଖି ୮ହଜାର ପିଲା ନେବେ ସୁଯୋଗ

Govt Jobs Job Search Job Seekers SSC Recruitment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ