Advertisment

Union Bank Jobs: ୟୁନିଅନ୍ ବ୍ୟାଙ୍କ୍‌ରେ ପୂରଣ ହେବ ୫୦୦ ପଦବୀ; ଓଡ଼ିଶାରେ ସୁଯୋଗ ପାଇବେ ଏତେ ପିଲା

ଆପଣ ଯଦି ବ୍ୟାଙ୍କରେ ଚାକିରି କରିବା ନେଇ ନିଜକୁ ପ୍ରସ୍ତୁତ କରୁଛନ୍ତି ତେବେ ଏହି ସୁଯୋଗ ଆପଣଙ୍କ ପାଇଁ। ଏହି ସୁଯୋଗ ନେଇଆସିଛି ୟୁନିଅନ୍ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(UBI)। ଏନେଇ UBI ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି।

author-image
Pramod Behera
ଅଦ୍ୟତନ ହୋଇଛି
Union Bank Jobs  2024  Apply for 500 posts

Union Bank Jobs 2024 Apply for 500 posts

ଭାରତରେ ବ୍ୟାଙ୍କ୍ ଚାକିରିକୁ ଏକ ସମ୍ମାନଜନକ ପଦବୀ ଭାବେ ଗ୍ରହଣ କରାଯାଏ। ଏନେଇ ପ୍ରାୟ ଯୁବପିଢି ବ୍ୟାଙ୍କ୍ ଚାକିରି ପାଇଁ ସ୍ୱପ୍ନ ଦେଖୁଥାନ୍ତି। ଆପଣ ଯଦି ବ୍ୟାଙ୍କରେ ଚାକିରି କରିବା ନେଇ ନିଜକୁ ପ୍ରସ୍ତୁତ କରୁଛନ୍ତି ତେବେ ଏହି ସୁଯୋଗ ଆପଣଙ୍କ ପାଇଁ। ଏହି ସୁଯୋଗ ନେଇଆସିଛି ୟୁନିଅନ୍ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(UBI)। ଏନେଇ UBI ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଅଧିକ ପଢ଼ନ୍ତୁ: Railway Recruitment 2024: ଆପଣ ଯଦି ଦଶମ ପାଶ୍, ରେଳବାଇରେ ଚାକିରି କରିବାକୁ ଚାହାନ୍ତି… ପଢନ୍ତୁ ଏହି ଖବର

ଏହି ନିଯୁକ୍ତି ମାଧ୍ୟମରେ UBI ରେ ଆପ୍ରେଣ୍ଟିସ୍‌ଶିପ୍ ପଦବୀ ପୂରଣ ହେବ। ୨୫ଟି ରାଜ୍ୟରେ ଏହି ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ କରିଥିବା ପିଲା ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୫୦୦ ପଦବୀ ପୂରଣ ହେବ। ଓଡ଼ିଶାରେ ୧୨ଟି ପଦବୀ ପୂରଣ ହେବ।

Advertisment

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UBI ର ଅଫିସିଆଲ୍ ୱେବ୍‌ସାଇଟ୍‌ https://www.unionbankofindia.co.in/ କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ Union Bank Jobs 2024 Apply for 500 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୮ ଅଗଷ୍ଟ ୨୦୨୪
  • ଅନ୍‌ଲାଇନ୍ ଆବେଦନ ଶେଷ – ୧୭ ସେପ୍ଟେମ୍ବର ୨୦୨୪
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଅଧିକ ପଢ଼ନ୍ତୁ: CISF Recruitment 2024: CISFରେ ଚାକିରି ସୁଯୋଗ; ଦରମା ୬୯ ହଜାର; ଜାଣନ୍ତୁ କେଉଁମାନେ କରିବେ ଆବେଦନ

ଖାଲି ପଦବୀ:

  • ସାଧାରଣ ବର୍ଗ – ୨୪୮ଟି ପୋଷ୍ଟ୍
  • SC – ୬୪ଟି ପୋଷ୍ଟ୍
  • ST – ୩୨ଟି ପୋଷ୍ଟ୍
  • OBC – ୧୧୫ଟି ପୋଷ୍ଟ୍
  • EWS – ୪୧ଟି ପୋଷ୍ଟ୍
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ଯେକୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ/ଅନୁଷ୍ଠାନରୁ ସ୍ନାତକ
  • ଯେକୌଣସି ବିଷୟ ହେଲେ ଚଳିବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୨୦ ବର୍ଷ
  • ସର୍ବାଧିକ ବୟସ – ୨୮ ବର୍ଷ
  • ବୟସ ଗଣନା ୦୧/ଅଗଷ୍ଟ/୨୦୨୪ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ମାସିକ ଦରମା:

  • ଆପ୍ରେଣ୍ଟିସିପ୍ ସମୟରେ ଏକ ବର୍ଷ ପାଇଁ ପ୍ରତି ମାସଏ ୧୫,୦୦୦ଟଙ୍କା ଭତ୍ତା ମିଳିବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ/OBC – ୮୦୦ ଟଙ୍କା
  • SC/ST/ମହିଳା – ୬୦୦ ଟଙ୍କା
  • ଦିବ୍ୟାଙ୍ଗ – ୪୦୦ ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ସର୍ବପ୍ରଥମେ, ନ୍ୟାସନାଲ୍ ଆପ୍ରେଣ୍ଟିସିପ୍ ପୋର୍ଟାଲ୍ https://www.apprenticeshipindia.gov.in ଏବଂ NATS ପୋର୍ଟାଲ୍ https://nats.education.gov.in କୁ ଯାଇ ପଞ୍ଜିକରଣ କରନ୍ତୁ
  • ଏହା ପରେ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ୱେବସାଇଟ୍ https://www.unionbankofindia.co.in/ କୁ ଯାଆନ୍ତୁ
  • ବ୍ୟାଙ୍କର ୱେବସାଇଟରେ Recruitment ବିଭାଗକୁ ଯାଆନ୍ତୁ
  • ଏଠାରେ ଆପ୍ରେଣ୍ଟିସିପ୍ ନିଯୁକ୍ତି ବିଜ୍ଞପ୍ତି ଏବଂ ଆବେଦନ ଲିଙ୍କ୍ ପାଇବେ
  • ଆବେଦନ ଫର୍ମରେ ଦିଆଯାଇଥିବା ସମସ୍ତ ବିବରଣୀକୁ ଯତ୍ନର ସହିତ ପୂରଣ କରନ୍ତୁ
  • ଆବଶ୍ୟକ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ପୈଠ କରନ୍ତୁ
  • ଫର୍ମ Submit କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଆବେଦନ ଫର୍ମର ଏକ ପ୍ରିଣ୍ଟ ବାହାର କରନ୍ତୁ

ଅଧିକ ପଢ଼ନ୍ତୁ: UPSC Recruitment 2024: UPSC ବାହାର କଲା ନୂଆ ବିଜ୍ଞପ୍ତି; ଯୁକ୍ତ ଦୁଇ ଥିଲେ ବି କରିବେ ଆବେଦନ

Union Bank Bank Jobs Union Bank Of India Bank Job Vacancy
Advertisment
Advertisment