UPSC Vacancy 2024: UPSCରେ ପୂରଣ ହେବ ଆସିଷ୍ଟାଣ୍ଟ ପ୍ରୋଗ୍ରାମର୍ ପଦବୀ, ତୁରନ୍ତ କରନ୍ତୁ ଆବେଦନ

ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ଆପଣଙ୍କ ପାଇଁ ଏହି ସୁଯୋଗ ନେଇଆସିଛି। ଏନେଇ UPSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

UPSC ରେ ପୂରଣ ହେବ ଆସିଷ୍ଟାଣ୍ଟ ପ୍ରୋଗ୍ରାମର୍ ପଦବୀ

ଯଦି ଆପଣ ସରକାରୀ ଚାକିରି ପାଇଁ ପ୍ରତିଯୋଗୀ ପରୀକ୍ଷା ଦେଉଛନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର। ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ଆପଣଙ୍କ ପାଇଁ ଏହି ସୁଯୋଗ ନେଇଆସିଛି। ଏନେଇ UPSC ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

ଏହି ନିଯୁକ୍ତି ମାଧ୍ୟମରେ UPSCରେ ଆସିଷ୍ଟାଣ୍ଟ ପ୍ରୋଗ୍ରାମର୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ନିଯୁକ୍ତି ମାଧ୍ୟମରେ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏନେଇ ୨୭ଟି ପଦବୀ ପୂରଣ ହେବ।

ଅଧିକ ପଢ଼ନ୍ତୁ: ରେଳବାଇରେ ପୂରଣ ହେବ ୫,୬୦୦ରୁ ଅଧିକ ପଦବୀ, ଜାଣନ୍ତୁ ଶେଷ ତାରିଖ

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSCର ଅଫିସିଆଲ୍ ୱେବ୍‌ସାଇଟ୍‌ upsc.gov.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏଇ ଲିଙ୍କ୍ UPSC Assistant Programmer Vacancy 2024 Post apply for 27 post Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଗୁରୁତ୍ୱପୂର୍ଣ୍ଣ ତାରିଖ:

ଖାଲି ପଦବୀ:

ଯୋଗ୍ୟତା:

ବୟସ ସୀମା:

ଆବେଦନ ଶୁଳ୍କ:

କିପରି କରିବେ ଆବେଦନ:

ଅଧିକ ପଢ଼ନ୍ତୁ: NTPC Recruitment 2024: NTPCରେ ପୂରଣ ହେବ କାର୍ଯ୍ୟନିର୍ବାହୀ ପଦବୀ; ମାସକୁ ଦରମା ୪୦ ହଜାର