ବାସ୍ତୁ ଅନୁଯାୟୀ କେଉଁ ଦିନ କରିବେ କେଉଁ କାର୍ଯ୍ୟ

ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ ବାର ଅନୁସାରେ କାର୍ଯ୍ୟ କରିବା ଉଚିତ୍ । ବାର ଅନୁସାରେ କାର୍ଯ୍ୟକଲେ  ମାତା ଲକ୍ଷ୍ମୀଙ୍କ ଆଶୀର୍ବାଦ ସବୁବେଳେ ରହିଥାଏ ବୋଲି ବିବେଚନା କରାଯାଏ  ।

Vastu

News Summary

ରବିବାର ଦିନ ନୂତନ ଯାନ କିଣିଲେ ମିଳିବ ଶୁଭ ଫଳ

 ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ ।  ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ ବାର ଅନୁସାରେ କାର୍ଯ୍ୟ କରିବା ଉଚିତ୍ । ବାର ଅନୁସାରେ କାର୍ଯ୍ୟକଲେ  ମାତା ଲକ୍ଷ୍ମୀଙ୍କ ଆଶୀର୍ବାଦ ସବୁବେଳେ ରହିଥାଏ ବୋଲି ବିବେଚନା କରାଯାଏ  । ତେବେ ଚାଲନ୍ତୁ ଜାଣିବା କେଉଁ ବାରରେ କେଉଁ କାର୍ଯ୍ୟ କରିବା ଉଚିତ ଓ ଅନୁଚିତ ।

ବାର ଅନୁଯାୟୀ କରନ୍ତୁ କାର୍ଯ୍ୟ: