• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୧ ମସିହା ଡିସେମ୍ବର ୩ ତାରିଖ,ଶୁକ୍ରବାର, ବିଛା ୧୭ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।

  • କନ୍ୟା: ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ ପାଇଁ ଝଗଡ଼ା ହୋଇପାରେ।
  • ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।
  • ବିଛା: ମନ ଅଶାନ୍ତ ରହିବ। ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି।
  • ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
  • ମକର: ହସଖୁସିରେ ଦିନଟି ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।
  • କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
  • ମୀନ: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।