Advertisment

Daily Horoscope, 03 Dec 2021: ଜାଣନ୍ତୁ ଆଜିର ରାଶିଫଳ...

ଆଜି ୨୦୨୧ ମସିହା ଡିସେମ୍ବର ୩ ତାରିଖ,ଶୁକ୍ରବାର, ବିଛା ୧୭ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।

ଅଦ୍ୟତନ ହୋଇଛି
Daily Horoscope, 03 Dec 2021

Daily Horoscope, 03 Dec 2021

Advertisment

ଆଜି ୨୦୨୧ ମସିହା ଡିସେମ୍ବର ୩ ତାରିଖ,ଶୁକ୍ରବାର, ବିଛା ୧୭ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।

Advertisment
  • ମେଷ: ପରିବାରରେ ମନୋମାଳିନ୍ୟ ଦେଖାଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।
  • ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ବ୍ୟବସାୟରେ ଭଲ ଲାଭ ମିଳିବ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରିବେ।
  • ମିଥୁନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି ଜିନିଷ ହଜି ଯାଇପାରେ।
  • କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ।
  • ସିଂହ: ମନ ଅସ୍ଥିର ରହିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।
  • କନ୍ୟା: ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥ ପାଇଁ ଝଗଡ଼ା ହୋଇପାରେ।
  • ତୁଳା: ଅର୍ଥଲାଭ ହେବ। ସମସ୍ତ ସମସ୍ୟାର ସମାଧାନ ହୋଇଯିବ। କାହା କଥାରେ ପ୍ରଭାବିତ ହୋଇ କିଛି ଗୋଳମାଳିଆ ସ୍ଥିତି ସୃଷ୍ଟି କରିପାରନ୍ତି।
  • ବିଛା: ମନ ଅଶାନ୍ତ ରହିବ। ନୀରବ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ବେଶ୍ ଭଲ ଅଛି।
  • ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
  • ମକର: ହସଖୁସିରେ ଦିନଟି ଅତିବାହିତ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରୁହନ୍ତୁ।
  • କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
  • ମୀନ: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।
Advertisment
Daily Horoscope
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ