ୱାଲେଟ୍‌ରେ ରଖନ୍ତୁ ନାହିଁ ଏହି ସବୁ ଜିନିଷ,ଦେଖାଦେଇପାରେ ଆର୍ଥିକ ସମସ୍ୟା

ପ୍ରାୟତଃ ସମସ୍ତେ ଛୋଟ ୱାଲେଟ୍ ବା ପର୍ସ ନିଜ ପାଖରେ ରଖିଥାନ୍ତି । ବିଶେଷକରି ଏଥିରେ ଟଙ୍କା ରଖାଯାଏ । କିନ୍ତୁ ପ୍ରାୟତଃ ଲୋକମାନେ ଏଥିରେ ଅନ୍ୟ ବର୍ଜ୍ୟବସ୍ତୁ ମଧ୍ୟ ରଖିଦେଇଥାନ୍ତି । ବାସ୍ତୁ ଶାସ୍ତ୍ର ଅନୁଯାୟୀ ଏହା ଦ୍ୱାରା ଆପଣଙ୍କ ଉପରେ ନକାରାତ୍ମକ ଶକ୍ତିର ପ୍ରଭାବ ପଡିଥାଏ । ଏଭଳି ପରିସ୍ଥିତିରେ ଆପଣ ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ତେଣୁ ୱାଲେଟ୍ ବା ପର୍ସ ସହିତ ଜଡିତ କିଛି ଜିନିଷ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।

wallet

News Summary

 ପର୍ସରେ ରଖନ୍ତୁ ଗୋମତି ଚକ୍ର, ସମୁଦ୍ର-କଉଡି,ମିଳିବ ଶୁଭ ଫଳ