• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଶୁକ୍ର ଗ୍ରହଙ୍କୁ ପ୍ରେମ ସମ୍ବନ୍ଧର କାରକ କୁହାଯାଏ

ଶୁକ୍ରଙ୍କ ଶୁଭଫଳ ପ୍ରାପ୍ତି ପାଇଁ ଶୁକ୍ରବାର ଖୁବ ଶୁଭ ଦିନ ବୋଲି ମାନ୍ୟତା ରହିଛି। ଶୁକ୍ରଙ୍କ କୃପାରୁ ସୁଖଶାନ୍ତି, ସମୃଦ୍ଧି, ବୈଭବ ଓ ଘରେ ଆର୍ଥିକ ଉନ୍ନତି ହୋଇଥାଏ। ତେବେ ଜାଣନ୍ତୁ ଶୁକ୍ରବାର ପାଇଁ କିଛି ସରଳ ଉପାୟ….

  • ଶୁକ୍ରବାର ଦିନ ପ୍ରାତଃ ସମୟରେ ଉଠି ସ୍ନାନ କରି ସ୍ୱଚ୍ଛ ବସ୍ତ୍ର ଧାରଣ କରି ମା’ଲକ୍ଷ୍ମୀଙ୍କୁ ପ୍ରଣାମ କରନ୍ତୁ।
  •  ଲକ୍ଷ୍ମୀଙ୍କ ନିକଟରେ ପ୍ରାର୍ଥନା କରନ୍ତୁ ।
  • ମା’ଙ୍କୁ ପଦ୍ମ ଫୁଲ ଅର୍ପଣ କରନ୍ତୁ ।
  • ଶୁକ୍ରବାର ଦିନ ଖିରି ପ୍ରସ୍ତୁତ କରି ସେଥିରେ କିଛି କେସର ପକାନ୍ତୁ।
  • ଏହାପରେ ମା’ଲକ୍ଷ୍ମୀଙ୍କ ନିକଟରେ ଏହି ଖିରୀ ଭୋଗ କରନ୍ତୁ।
  • ଆଉ କିଛି ଖିରୀକୁ ୩ଟି ଶିଶୁ କନ୍ୟାକୁ ଖାଇବାକୁ ଦିଅନ୍ତୁ।
  • ଏହାସହ କିଛି ଦକ୍ଷିଣା ଓ ହଳଦିଆ ବସ୍ତ୍ର ମଧ୍ୟ ଦିଅନ୍ତୁ।
  • ଏହା ଦ୍ୱାରା ମା’ଙ୍କ ଖୁବ କୃପା ମିଳିଥାଏ ।
  • ପତିପତ୍ନୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ପାଇଁ ଶୁକ୍ରବାର ଦିନ ପ୍ରେମୀ ପକ୍ଷୀଯୁଗଳଙ୍କ ସୋ ପିସ୍‍ ଆଣି ଶୟନ କକ୍ଷରେ ରଖନ୍ତୁ।
  • ଶୁକ୍ରବାର ଦିନ ଧବଳ ବସ୍ତ୍ର,ଅତର (ପରଫ୍ୟୁମ) ଆଦି ଦାନ କରନ୍ତୁ।
  • ଏହାଛଡା ନିଜେ ମଧ୍ୟ ପରଫ୍ୟୁମ ବ୍ୟବହାର କରନ୍ତୁ ।
  • ଜାତକରେ ଶୁକ୍ରଙ୍କ ଉତ୍ତମ ସ୍ଥିତି ପାଇଁ ଶୁକ୍ରବାର ଦିନ ଶୁକ୍ର ସ୍ତୋତ୍ର ପାଠ କରନ୍ତୁ ।
  • ଏହାଦ୍ୱାରା ଶୁକ୍ରଙ୍କ ଉତ୍ତମ ଓ ଶୁଭଫଳ ପ୍ରାପ୍ତି ହୋଇଥାଏ।

OTV is now on Whatsapp

Join and get latest news update delivered to you via whatsapp

Join Now