ଜାଣିବା ରୋଷେଇ ଘରର ବାସ୍ତୁ ଉପାୟ ବିଷୟରେ

ବାସ୍ତୁଶାସ୍ତ୍ରରେ ଆମ ରୋଷେଇ ଘରର ଅନେକ ମହତ୍ୱ ରହିଛି କାରଣ ରୋଷେଇ ଘର ହେଉଛି ମା ଲକ୍ଷ୍ମୀଙ୍କର ସ୍ଥାନ । ଏଥିରେ ସାମାନ୍ୟ ଧ୍ୟାନ ଦେଲେ ଭାଗ୍ୟ ମଧ୍ୟ ବଦଳି ଯାଇପାରେ । କେବଳ ରୋଷେଇ ଘରେ କିଛିଟା ଜିନିଷକୁ ସଠିକ ସ୍ଥାନରେ ରଖିବା ଆବଶ୍ୟକ । ବାସ୍ତୁ ଅନୁଯାୟୀ ବିଭିନ୍ନ ପଦକ୍ଷେପ ଗ୍ରହଣ କଲେ ବହୁ ସମସ୍ୟାର ସମାଧାନ ହୋଇପାରିବ ।

Kitchen Vastu

News Summary

ରୋଷେଇ ଘରେ ଲଗାନ୍ତୁ କୃଷ୍ଣଙ୍କ ଫଟୋ, ମିଳିବ ସୁଫଳ

ରୋଷେଇ ଘରେ ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ  ଫ୍ରୀଜ୍

ଆମ ସାଧାରଣ ଜୀବନରେ ବାସ୍ତୁ ଶାସ୍ତ୍ର ବହୁତ ପ୍ରଭାବ ପକାଇଥାଏ । ବେଳେ ବେଳେ ଜୀବନରେ ମାନସିକ ଚାପ ସହ ଆର୍ଥିକ ଅଭାବ ମଧ୍ୟ ଦେଖାଦେଇଥାଏ । ବାସ୍ତୁ ଅନୁଯାୟୀ ବିଭିନ୍ନ ପଦକ୍ଷେପ ଗ୍ରହଣ କଲେ ବହୁ ସମସ୍ୟାର ସମାଧାନ ହୋଇପାରିବ । ବାସ୍ତୁଶାସ୍ତ୍ରରେ ଆମ ରୋଷେଇ ଘରର ଅନେକ ମହତ୍ୱ ରହିଛି କାରଣ ରୋଷେଇ ଘର ହେଉଛି ମା ଲକ୍ଷ୍ମୀଙ୍କର ସ୍ଥାନ । ଏଥିରେ ସାମାନ୍ୟ ଧ୍ୟାନ ଦେଲେ ଭାଗ୍ୟ ମଧ୍ୟ ବଦଳି ଯାଇପାରେ । କେବଳ ରୋଷେଇ ଘରେ କିଛିଟା ଜିନିଷକୁ ସଠିକ ସ୍ଥାନରେ ରଖିବା ଆବଶ୍ୟକ ।