ସଂଧ୍ୟା ଜଳଖିଆରେ ବନାନ୍ତୁ ‘ପନିର କର୍ଣ୍ଣ କଟ୍‌ଲେଟ୍’

ସଂଧ୍ୟା ଟିଫିନ୍ ପାଇଁ ଗରମାଗରମ ଜଳଖିଆ ଖାଇବାକୁ ସମସ୍ତେ ପସନ୍ଦ କରନ୍ତି । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଏକ ସୁଆଦିଆ ଚଟପଟା ଜଳଖିଆ ରେସିପି । ଏହି ରେସିପିର ନାଁ ହେଉଛି ପନିର କର୍ଣ୍ଣ କଟ୍‌ଲେଟ୍ ।' ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

paneer corn cutlet

News Summary

ସହଜ ଓ ସରଳ ଉପାୟରେ ବନାନ୍ତୁ ‘ପନିର କର୍ଣ୍ଣ କଟ୍‌ଲେଟ୍’

ଆପଣ ସଂଧ୍ୟା ଜଳଖିଆ ପାଇଁ କଣ ପ୍ରସ୍ତୁତ କରିବେ ସେ ନେଇ ଚିନ୍ତିତ ଅଛନ୍ତି କି ? । ତାହେଲେ ଆଜି ହିଁ ଘରେ ବନାନ୍ତୁ ଚଟପଟା ‘ପନିର କର୍ଣ୍ଣ କଟ୍‌ଲେଟ୍’ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।

ପନିର କର୍ଣ୍ଣ କଟ୍‌ଲେଟ୍ ବନେଇବା ପାଇଁ ଆବଶ୍ୟକ ସାମଗ୍ରୀ:

ପନିର, ମକା, ବେସନ, କଟା ପିଆଜ ,ଅଦା-ରସୁଣ ପେଷ୍ଟ, କଟା କଞ୍ଚା ଲଙ୍କା, ଗୋଲ ମରିଚ ଗୁଣ୍ଡ, ଲେମ୍ବୁ ରସ, ଧନିଆ ପତ୍ର, ଚାଟ୍ ମସଲା ,ରିଫାଇନ୍ ତେଲ, ବ୍ରେଡ କ୍ରମ୍ବ ଓ ସ୍ୱାଦ ଅନୁସାରେ ଲୁଣ

ପ୍ରସ୍ତୁତି ପ୍ରଣାଳୀ:

ଅଧିକ ପଢ଼ନ୍ତୁ: ସକାଳ ଜଳଖିଆରେ ବନାନ୍ତୁ ‘କଞ୍ଚା କଦଳୀ ପୁରି’

ଏବେ ପ୍ରସ୍ତୁତ ହୋଇଗଲା ଗରମାଗରମ ଚଟପଟା ‘ପନିର କର୍ଣ୍ଣ କଟଲେଟ୍’। ଏହାପରେ ‘ପନିର କର୍ଣ୍ଣ କଟଲେଟ୍’କୁ ଏକ ପ୍ଲେଟ୍‌କୁ କାଢି ଗରମ ଗରମ ପରଷି ଦିଅନ୍ତୁ । ଏହି ରେସିପିଟିକୁ ସସ୍ କିମ୍ବା ଚଟଣୀ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।