ବୁଧବାର ରାନ୍ଧଣାରେ ଘରେ ବନାନ୍ତୁ କଙ୍କଡ଼ା କୋର୍ମା

ଘରେ ଆପଣ କଙ୍କଡ଼ାରେ ତିଆରି ବହୁ ରେସିପି ଖାଇଥିବେ । ଆଜି ଆମେ ଆପଣଙ୍କୁ କଙ୍କଡ଼ାର ଏକ ସୁଆଦିଆ ରେପିପି ବିଷୟରେ କହିବୁ । ଏହି ରେସିପି ର ନାଁ ହେଉଛି ‘କଙ୍କଡ଼ା କର୍ମା ’ । ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

crab korma recipe

News Summary

ବନାନ୍ତୁ ଘରେ କଙ୍କଡ଼ା କୋର୍ମା

କଙ୍କଡ଼ା ତରକାରୀ ପ୍ରାୟ ସମସ୍ତଙ୍କୁ ପସନ୍ଦ ଆସିଥାଏ । ଆଜି ଆମେ ଆପଣଙ୍କ ପାଇଁ କଙ୍କଡ଼ା କୋର୍ମା ରେସିପି ପ୍ରସ୍ତୁତ କରିବୁ। ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

କଙ୍କଡ଼ା, ଟମାଟୋ, ପିଆଜ ରସୁଣ, ଡାଲଚିନି, ଗୁଜୁରାତି, ନଡ଼ିଆ କ୍ଷୀର, ତେଲ,ଲୁଣ, ହଳଦୀ, ଗରମ ମସଲା

ପ୍ରସ୍ତୁତି ପ୍ରଣାଳୀ:

ଅଧିକ ପଢ଼ନ୍ତୁ: ଘରେ ବନାନ୍ତୁ ସୁଆଦିଆ ଡାଲ୍ ମିଟ୍‌

ଏବେ ପ୍ରସ୍ତୁତ ହୋଇଗଲା ସୁଆଦିଆ କଙ୍କଡ଼ା କୋର୍ମା । ଏହି ରେସିପିଟିକୁ ଗରମ ଗରମ ଭାତ ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।