ବାସ୍ତୁ ବିଚାର- ଘରେ ରଖିନ୍ତୁ ନାହିଁ ଏହି ସବୁ ଜିନିଷ, ହୋଇପାରେ ବିପଦ

ପ୍ରତ୍ୟେକ ବାସ୍ତୁ ନିୟମରେ କିଛିନା କିଛି ରହସ୍ୟ ରହିଥାଏ । ବାସ୍ତୁଶାସ୍ତ୍ର ଅନୁସାରେ ସକାରାତ୍ମକ ଓ ନକାରାତ୍ମକ ଶକ୍ତି ଆପଣଙ୍କ ଜୀବନରେ ପ୍ରତ୍ୟକ୍ଷ ଓ ଅପ୍ରତ୍ୟକ୍ଷ ଭାବରେ ପ୍ରଭାବ ପକାଇଥାନ୍ତି । ବାସ୍ତୁଶାସ୍ତ୍ର ଅନୁସାରେ କିଛି ବସ୍ତୁ ଘରେ ନକାରାତ୍ମକ ଉର୍ଜା ବା ଶକ୍ତି ସୃଷ୍ଟି କରେ ।

vastu

News Summary

ଘରେ ରଖନ୍ତୁ ନାହିଁ ଭଙ୍ଗା ବାସନ, ହୋଇପାରେ ବିପଦ

ନକାରାତ୍ମକ ଶକ୍ତି ଆପଣଙ୍କ ଜୀବନ ଓ ସମସ୍ତ ଗତିବିଧି ପାଇଁ କ୍ଷତିକାରକ ହୋଇଥାଏ । ଘରେ କୌଣସି ପ୍ରକାରର ମଧ୍ୟ ନକାରାତ୍ମକ ଶକ୍ତି ବଢିବା ଉଚିତ ନୁହେଁ ,କାରଣ ବାସ୍ତୁଶାସ୍ତ୍ର ଅନୁସାରେ ପାଞ୍ଚଟି ବସ୍ତୁ ଘରେ ନକାରାତ୍ମକ ଉର୍ଜା ବା ଶକ୍ତିକୁ ଜନ୍ମ ଦେଇଥାଏ । ବାସ୍ତୁ ବିଶେଷଜ୍ଞମାନେ ଏ ନେଇ ଅନେକ ପରାମର୍ଶ ଦେଉଛନ୍ତି । ଏହି ସବୁ ବସ୍ତୁକୁ ଘରୁ କାଢ଼ିଦେବା ଆବଶ୍ୟକ । ଆସନ୍ତୁ ଜାଣିବା ସେଗୁଡିକ କଣ...