• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ରୁ ଅଧିକ ଆହତ ହୋଇଛନ୍ତି । ଭୁବନେଶ୍ୱରରୁ ବୁଗୁଡା ଯାଉଥିବା ଏକ ଘରୋଇ ବସ୍ ଗଡ ଖୋର୍ଦ୍ଧା ଛକ ନିକଟରେ ଗୋଟିଏ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୮ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ସମସ୍ତ ଆହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।