Advertisment

ଟ୍ରକକୁ ପଛରୁ ପିଟିଲା ବସ୍; ଜଣେ ମୃତ, ୮ରୁ ଉର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା...

ଅଦ୍ୟତନ ହୋଇଛି
1 killed, 8 injured in truck-bus collision on NH-16 near Gada Khordha. Details awaited

1 killed, 8 injured in truck-bus collision on NH-16 near Gada Khordha. Details awaited

Advertisment

ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ରୁ ଅଧିକ ଆହତ ହୋଇଛନ୍ତି । ଭୁବନେଶ୍ୱରରୁ ବୁଗୁଡା ଯାଉଥିବା ଏକ ଘରୋଇ ବସ୍ ଗଡ ଖୋର୍ଦ୍ଧା ଛକ ନିକଟରେ ଗୋଟିଏ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ବସରେ ଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୮ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ସମସ୍ତ ଆହତ ମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

Advertisment
Bus Accident Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ