• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଆହତ ହୋଇଛନ୍ତି । ସମ୍ବଲପୁରରୁ ପଶ୍ଚିମବଙ୍ଗ ମୁର୍ଶିଦାବାଦ୍ ଯାଉଥିବା ବେଳେ ବାଙ୍ଗିରିପୋଷି ଦୁଆରଶୁଣି ଘାଟିରେ ଟ୍ରକ୍‌କୁ ବସ୍‌ଟି ପିଟିଥିବାର ସୂଚନା ମିଳିଛି ।