10 persons including 8 children and Anganwadi worker and helper critical in honey bee attack
Advertisment
ମହୁମାଛି ଆକ୍ରମଣରେ ଅଙ୍ଗନବାଡ଼ି କେନ୍ଦ୍ରରେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ବୌଦ୍ଧ କଣ୍ଟାମାଳ ବ୍ଲକ୍ ଦବଲା ପଞ୍ଚାୟତ ବଉଳସିଂହାରେ ଏହି ଅଘଟଣ ଘଟିଛି । ୮ ଶିଶୁଙ୍କ ସମେତ ଅଙ୍ଗନବାଡ଼ିର ୱାର୍କର ଓ ହେଲପର ମହୁମାଛି ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ସୋନପୁର ମେଡିକାଲ୍ରେ ଭର୍ତ୍ତି କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us