/odishatv-khabar/media/post_attachments/uploadimage/library/16_9/16_9_0/IMAGE_1657035267.jpg)
Mid-day Meal
ସୁନ୍ଦରଗଡ଼ ବଣେଇରେ ଅଭାବନୀୟ ଘଟଣା । ଜଣେ କି ଦୁଇ ଜଣ ନୁହେଁ ଏକାବେଳେ ୧୦୦ ଜଣ ଛାତ୍ରୀ ହେଲେ ଅସୁସ୍ଥ । ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ୧୦୦ରୁ ଉର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । କୋଇଡ଼ା ବ୍ଲକ ଫଟାଟାଙ୍ଗର ଆଶ୍ରମ ସ୍କୁଲର ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ଅସୁସ୍ଥ ଛାତ୍ରୀମାନଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୨ ଗୁରୁତରଙ୍କୁ ଆଇଜିଏଚ୍ ସ୍ଥାନାନ୍ତର କରାଯାଇଛି । ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ସମସ୍ତ ଛାତ୍ରୀ ଅସୁସ୍ଥ ହୋଇଥିବା ଆଶଙ୍କା କରାଯାଉଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)