Advertisment

ମଧ୍ୟାହ୍ନ ଭୋଜନ ଖାଇ ୧୦୦ ଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ସମସ୍ତ ଛାତ୍ରୀ ଅସୁସ୍ଥ ହୋଇଥିବା ଆଶଙ୍କା କରାଯାଉଛି ।

ଅଦ୍ୟତନ ହୋଇଛି
Mid-day Meal

Mid-day Meal

Advertisment

ସୁନ୍ଦରଗଡ଼ ବଣେଇରେ ଅଭାବନୀୟ ଘଟଣା । ଜଣେ କି ଦୁଇ ଜଣ ନୁହେଁ ଏକାବେଳେ ୧୦୦ ଜଣ ଛାତ୍ରୀ ହେଲେ ଅସୁସ୍ଥ । ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ୧୦୦ରୁ ଉର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । କୋଇଡ଼ା ବ୍ଲକ ଫଟାଟାଙ୍ଗର ଆଶ୍ରମ ସ୍କୁଲର ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ଅସୁସ୍ଥ ଛାତ୍ରୀମାନଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୨ ଗୁରୁତରଙ୍କୁ ଆଇଜିଏଚ୍‌ ସ୍ଥାନାନ୍ତର କରାଯାଇଛି । ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ସମସ୍ତ ଛାତ୍ରୀ ଅସୁସ୍ଥ ହୋଇଥିବା ଆଶଙ୍କା କରାଯାଉଛି ।

Advertisment
Mid-day Meal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ