ଅଦ୍ୟତନ ହୋଇଛି
13 injured in collision between bus and trailer truck near Deoghati in Koraput
Advertisment
ଟ୍ରେଲର-ବସ୍ ଧକ୍କା ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ଓ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି ।
Advertisment
ଜୟପୁରରୁ ପାରଳାଖେମୁଣ୍ଡିକୁ ଯାଉଥିବାବେଳେ ଦେଓଘାଟି ନିକଟରେ ଭାରସାମ୍ୟ ହରାଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ଓ ୧୦ ଜଣ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି ।
Advertisment
ସୂଚନା ଅନୁସାରେ, ୪୦ ଜଣ ବରଯାତ୍ରୀ ବସ୍ ଯୋଗେ ଯାଉଥୁବୀ ସମୟରେ ଏହି ଅଘଟଣ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1652252228.jpg)