Advertisment

କାଲି ଧରାପଡ଼ିଥିଲେ, ଆଜି ଖସି ପଳାଇଲେ...

କାଲି ଧରାପଡ଼ିଥିଲେ, ଆଜି ଖସି ପଳାଇଲେ। ଡକାୟତି ମାମଲାରେ ଅଟକ ଥିବା ୨ ଜଣ ଅଭିଯୁକ୍ତ ଥାନାରୁ ଚମ୍ପଟ ମାରିଥିବା ଜଣାପଡ଼ିଛି।

 Accused Nabbed By Police Escape

Accused Nabbed By Police Escape

Advertisment

କାଲି ଧରାପଡ଼ିଥିଲେ, ଆଜି ଖସି ପଳାଇଲେ। ଡକାୟତି ମାମଲାରେ ଅଟକ ଥିବା ୨ ଜଣ ଅଭିଯୁକ୍ତ ଥାନାରୁ ଚମ୍ପଟ ମାରିଥିବା ଜଣାପଡ଼ିଛି। ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ବଡ଼ମାଲ ଫାଣ୍ଡିରୁ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତ ଦ୍ୱୟ ଚମ୍ପଟ ମାରିଛନ୍ତି। 

Advertisment

ସୂଚନା ଅନୁସାରେ, ଗତକାଲି ଏକ ଡକାୟତି ମାମଲାରେ କନକେଲ ଗାଁରୁ ପୋଲିସ ଉଭୟଙ୍କୁ ଧରିଥିଲା। 

Accused Escape Police Custody
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ