Advertisment

ପୁଣି ରକ୍ତରଞ୍ଜିତ ହେଲା ରାଜଧାନୀ; ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାକଟା

ବସଷ୍ଟାଣ୍ଡରେ ଦୁଇ ବସ୍ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ । ଧାରୁଆ ଅସ୍ତ୍ରରେ ଆକ୍ରମଣରେ ୨ ଜଣ ଆହତ ହୋଇଥିବା ସୂଚନା।

ଅଦ୍ୟତନ ହୋଇଛି
2 bus staff sustain critical injuries in clash over movement of vehicles

2 bus staff sustain critical injuries in clash over movement of vehicles

Advertisment

ଭୁବନେଶ୍ୱର ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାକଟା । ବସଷ୍ଟାଣ୍ଡରେ ଦୁଇ ବସ୍ କର୍ମଚାରୀଙ୍କ ମଧ୍ୟରେ ସାଧାରଣ ବଚସାରୁ ଗଣ୍ଡଗୋଳ ହୋଇଥିଲା । ଯାହା ଉଗ୍ର ରୂପ ନେବାରୁ ଉଭୟଙ୍କ ମଧ୍ୟରେ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଛି । ଏଥିରେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

Advertisment

ତେବେ ବସ୍ ଆଗପଛ ଯିବାକୁ ନେଇ ବଚସା ପରେ ଆକ୍ରମଣ ହୋଇଥିବା ବେଳେ ଘଟଣାସ୍ଥଳରେ ଭରତପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Bus Stand
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ