/odishatv-khabar/media/post_attachments/uploadimage/library/16_9/16_9_0/IMAGE_1645676615.jpg)
TWO drowned to death
ଗଁଦିଆ ଥାନା ନୂଆପଡ଼ା ଘାଟରେ ଗାଧୋଉ ଥିବାବେଳେ ଅଘଟଣ। ବ୍ରାହ୍ମଣୀ ନଦୀରେ ଭାସି ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ବାସିନ୍ଦାଙ୍କ ଦ୍ୱାରା ଖୋଜାଖୋଜି ଜାରି ରହିଛି।
Advertisment
ଆଜି ଗଁଦିଆର ନୂଆପଡା ଘାଟ ନିକଟରେ ତିନିଜଣ ସାଙ୍ଗ ଗାଧୋଉଥିବା ବେଳେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିବା ବେଳେ ଆଉ ଜଣେ ଏବେ ବି ନିଖୋଜ ଅଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)