Advertisment

ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ମିଳିଲା ମଞ୍ଜୁରୀ

ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଦୁଇ ଜଣ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ ବିଚାରପତି ଭାବେ ନିଯୁକ୍ତ ହେବେ । ସେହିଭଳି ଜୁଡ଼ିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ବି ବିଚାରପତି ଭାବେ ପ୍ରମୋଟ୍ ହୋଇଛନ୍ତି। ଏହି ୪ ଜଣ ବିଚାରପତିଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ କଲେଜିୟମ୍ ପକ୍ଷରୁ ମଂଜୁରୀ ମିଳିଛି।

undefined

Orissa High Court

Advertisment

କଟକ: ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଦୁଇ ଜଣ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ ବିଚାରପତି ଭାବେ ନିଯୁକ୍ତ ହେବେ । ସେହିଭଳି ଜୁଡ଼ିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ବି ବିଚାରପତି ଭାବେ ପ୍ରମୋଟ୍ ହୋଇଛନ୍ତି। ଏହି ୪ ଜଣ ବିଚାରପତିଙ୍କ ନିଯୁକ୍ତିକୁ ସୁପ୍ରିମକୋର୍ଟ କଲେଜିୟମ୍ ପକ୍ଷରୁ ମଂଜୁରୀ ମିଳିଛି।

Advertisment
Cuttack High Court
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ