ମାର୍ଚ୍ଚ୨୮ରୁ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର

ମାର୍ଚ୍ଚ ୨୮ ତାରିଖରୁ ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର । ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ସରକାରଙ୍କ ପକ୍ଷରୁ SOP ଜାରି କରାଯାଇଛି ।

Anganwadi center open 28 march

News Summary

ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ସରକାରଙ୍କ ପକ୍ଷରୁ SOP ଜାରି

ମାର୍ଚ୍ଚ ୨୮ ତାରିଖରୁ ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର । ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ସରକାରଙ୍କ ପକ୍ଷରୁ SOP ଜାରି କରାଯାଇଛି । ସକାଳ ୭ଟା ୩୦ରୁ ସକାଳ ୯ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ । ଯଦି କୌଣସି ଠାରେ ଅସୁବିଧା ଥାଏ ଏନେଇ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବ । ତେବେ ସବୁ ଅଙ୍ଗନବାଡି କର୍ମୀ ସମ୍ପୂର୍ଣ୍ଣ କୋଭିଡ୍ ଟିକା ନେବା ବାଧ୍ୟତାମୂଳକ । ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇ ନ ଥାନ୍ତି ତାଙ୍କ ପ୍ରତି କାର୍ଯ୍ୟନୁଷ୍ଠାନ ନିଆଯିବ ।