/odishatv-khabar/media/post_attachments/uploadimage/library/16_9/16_9_0/Srimandir_1705566594.jpg)
Srimandir
ଏପ୍ରିଲ ୩୦ ସୁଦ୍ଧା ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ମରାମତି ସରିବ। ହାଇକୋର୍ଟଙ୍କୁ ଏହା ଜଣାଇଛନ୍ତି ଆମିକସ୍ କ୍ୟୁରି ଏନ୍. କେ. ମହାନ୍ତି। ମୌଖିକ ଭାବେ ସେ ଏହି କଥା ଜଣାଇଥିବା କହିଛନ୍ତି। ମରାମତି ପାଇଁ ୧୦ ତାରିଖରେ ବିମ୍ ଡିଜାଇନ୍ ମଧ୍ୟ ଚୂଡ଼ାନ୍ତ ହୋଇଥିବା କହିଛନ୍ତି ଆମିକସ୍ କ୍ୟୁରି । ଏନେଇ ଆସନ୍ତା ଏକ ସପ୍ତାହ ମଧ୍ୟରେ ସତ୍ୟପାଠ ଜରିଆରେ ଜଣାଇବାକୁ ASIକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
Advertisment
-ହାଇକୋର୍ଟରେ ଶ୍ରୀମନ୍ଦିର ଜଗମୋହନ, ନାଟମଣ୍ଡପ ମରାମତି ମାମଲା
-୧୦ ତାରିଖରେ ବିମ୍ ଡିଜାଇନ୍ ଚୂଡ଼ାନ୍ତ ହୋଇଥିବା ଜଣାଇଲେ ଆମିକସ୍କ୍ୟୁରି
-ଏପ୍ରିଲ ୩୦ ସୁଦ୍ଧା କାମ ସାରିବା ନେଇ ଆମିକସକ୍ୟୁରିଙ୍କୁ ମୌଖିକ ଅବଗତି— ଓଟିଭି (@otvkhabar) January 18, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)