/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704681413.jpg)
Hirakud Bird census
ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ । ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଂଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି ।
Advertisment
ମୋଟ ୩୨ଟି ଟିମ ସହିତ ସମ୍ବଲପୁର ସମେତ ବରଗଡ଼ ଓ ଝାରସୁଗୁଡ଼ାର ବନ ବିଭାଗ ମଧ୍ୟ ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏନେଇ ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡର ଡିଏଫଓ ସୂଚନା ଦେଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)