Advertisment

ହୀରାକୁଦରେ ଆଜିଠାରୁ ଆରମ୍ଭ ହେଲା ପକ୍ଷୀ ଗଣନା

ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ ।

ଅଦ୍ୟତନ ହୋଇଛି
Hirakud Bird Census Begins

Hirakud Bird census

Advertisment

ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ । ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଂଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି ।

Advertisment

ମୋଟ ୩୨ଟି ଟିମ ସହିତ ସମ୍ବଲପୁର ସମେତ ବରଗଡ଼ ଓ ଝାରସୁଗୁଡ଼ାର ବନ ବିଭାଗ ମଧ୍ୟ ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏନେଇ ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡର ଡିଏଫଓ ସୂଚନା ଦେଇଛନ୍ତି ।

Bird Census Hirakud
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ