Bird Census
Advertisment
ଆଜିଠାରୁ ଚିଲିକାରେ ପକ୍ଷୀଗଣନା। ବିଦେଶାଗତ ପକ୍ଷୀଙ୍କ ଗଣନା ଲାଗି ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା ଓ ଚିଲିକା ରେଞ୍ଜ୍ ଲାଗି ୨୧ଟି ଟିମ୍ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍ରେ ୫ରୁ ୬ ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ପକ୍ଷୀ ଗଣନା ସରିବା ଯାଏ ଚିଲିକାରେ ପର୍ଯ୍ୟଟକଙ୍କ ଲାଗି ବୋଟ୍ ଚଳାଚଳ ବନ୍ଦ ରହିବ । ଚିଲିକାକୁ ପ୍ରାୟ ୧୧୮ ପ୍ରଜାତିର ୯ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ ହୋଇଥିବା ବନ ବିଭାଗ ଆକଳନ କରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704334520.jpg)